ଆଜି ଓ କାଲି ପ୍ରବଳ ବର୍ଷିବ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆଉ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା  ଜିଲ୍ଲାରେ ପ୍ରବଳ ବର୍ଷା  ହେବ ବୋଲି ପାଣିପାଗ […]

HEAVY-RAIN-1

HEAVY-RAIN-1

Niharika Rout
  • Published: Wednesday, 19 August 2020
  • Updated: 19 August 2020, 07:33 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଓ ଆସନ୍ତାକାଲି ୨ ଦିନ ପ୍ରବଳ ବର୍ଷିବ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶାର ଆଭ୍ୟନ୍ତରୀଣ ଅଞ୍ଚଳରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର । ଆଉ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

ବରଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଅନୁଗୁଳ, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା  ଜିଲ୍ଲାରେ ପ୍ରବଳ ବର୍ଷା  ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଜୁନ୍ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୭୨୭. ୩ ମିଲିମିଟର ବର୍ଷା ହୋଇଛି । ଏହା ସ୍ୱାଭାବିକ ବର୍ଷାଠାରୁ ୭ ପ୍ରତିଶତ କମ୍ । କେବଳ ମାଲକାନଗିରିରେ ଅଧିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ପାଣିପାଗ ବିଭାଗ କହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story