ଫାଇନ୍‌ ନେଲେ, ହେଲମେଟ୍‌ ଦେଲେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଟ୍ରାଫିକ ନିୟମ ନେଇ ଲୋକମାନଙ୍କୁ ସଚେତନ କରିବାକୁ କମିଶନରେଟ ପୁଲିସ ନୂଆ ତରିକା ଆପଣେଇଛି। ବିନା ହେଲମେଟ୍‌ରେ ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କୁ ଫାଇନ କାଟିବା ସହ ସେହି ଟଙ୍କାରେ ହେଲମେଟ୍ ଦିଆଯାଉଛି। ରାଜଧାନୀର କଳ୍ପନା ଛକରେ ଏଭଳି ନିଆରା ଉଦ୍ୟମ କରିଛି କମିଶନରେଟ୍‌ ପୁଲିସ। ଯେଉଁ ବାଇକ ଚାଳକ ବିନା ହେଲମେଟରେ ଗାଡ଼ି ଚଳାଉଛନ୍ତି, ସେମାନଙ୍କଠାରୁ ୫୦୦ ଟଙ୍କା ଫାଇନ ନେବା ସହ ଏହା ବଦଳରେ ହେଲମେଟ ଦେଇଛି ପୁଲିସ। ଏହାଦ୍ୱାରା ବାଇକ ଚାଳକ ସଚେତନ […]

police.jpg,,,,,

police.jpg,,,,,

Tapaswini Nayak
  • Published: Tuesday, 10 September 2019
  • Updated: 10 September 2019, 02:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ଟ୍ରାଫିକ ନିୟମ ନେଇ ଲୋକମାନଙ୍କୁ ସଚେତନ କରିବାକୁ କମିଶନରେଟ ପୁଲିସ ନୂଆ ତରିକା ଆପଣେଇଛି। ବିନା ହେଲମେଟ୍‌ରେ ଗାଡ଼ି ଚଳାଉଥିବା ବ୍ୟକ୍ତିଙ୍କୁ ଫାଇନ କାଟିବା ସହ ସେହି ଟଙ୍କାରେ ହେଲମେଟ୍ ଦିଆଯାଉଛି। ରାଜଧାନୀର କଳ୍ପନା ଛକରେ ଏଭଳି ନିଆରା ଉଦ୍ୟମ କରିଛି କମିଶନରେଟ୍‌ ପୁଲିସ। ଯେଉଁ ବାଇକ ଚାଳକ ବିନା ହେଲମେଟରେ ଗାଡ଼ି ଚଳାଉଛନ୍ତି, ସେମାନଙ୍କଠାରୁ ୫୦୦ ଟଙ୍କା ଫାଇନ ନେବା ସହ ଏହା ବଦଳରେ ହେଲମେଟ ଦେଇଛି ପୁଲିସ। ଏହାଦ୍ୱାରା ବାଇକ ଚାଳକ ସଚେତନ ହେବା ସହ ହେଲମେଟ ପିନ୍ଧିବେ ବୋଲି ଟ୍ରାଫିକ୍ ଡିସିପି ସାଗରିକା ନାଥ କହିଛନ୍ତି।

ସେହିପରି କଟକର ମଧୁପାଟଣା ଛକରେ ପୁଲିସ୍‌ ପକ୍ଷରୁ ସଚେତନତା କରାଯାଇଛି। ଟ୍ରାଫିକ୍ ଏସିପି ଓ ଆଇଆଇସି ଉପସ୍ଥିତ ରହି ଲୋକଙ୍କୁ ସଚେତନ କରିଛନ୍ତି। ଗାଡ଼ି ଚାଳକଙ୍କୁ ଚକଲେଟ ଓ ଲିଫଲେଟ ବଣ୍ଟନ କରିଛନ୍ତି ପୁଲିସ ଅଧିକାରୀ।

ନୂଆ ମୋଟର ଭେଇକିଲ ନିୟମରେ ଫାଇନର ପରିମାଣକୁ ନେଇ ବିଭିନ୍ନ ସ୍ଥାନରେ ବିରୋଧ ପ୍ରଦର୍ଶନ କରାଯାଇଥିଲା। ଏହା ପରେ ପୁଲିସ ଏହି ଆଇନକୁ ନେଇ ଲୋକଙ୍କୁ ସଚେତନ କରିଛି। ଏହି କାର୍ଯ୍ୟକ୍ରମରେ ସିନେ ତାରକା ମଧ୍ୟ ସାମିଲ ହୋଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story