ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ

ସମ୍ୱଲପୁର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ  ଆଜି ତାଙ୍କୁ ବୁର୍ଲା ମେଡିକାଲର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବୁଧବାର ରାତିରେ ଝାରସୁଗୁଡ଼ା କିରିମିରା ବ୍ଲକ୍ ଅନ୍ତର୍ଗତ ଠାକୁରପଡ଼ାରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ସମୟରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା।

hamananda biswal

hamananda biswal

Rakesh Mallick
  • Published: Thursday, 21 April 2016
  • Updated: 21 April 2016, 09:59 AM IST

Sports

Latest News

ସମ୍ୱଲପୁର: ପୂର୍ବତନ ମୁଖ୍ୟମନ୍ତ୍ରୀ ହେମାନନ୍ଦ ବିଶ୍ୱାଳ ଅସୁସ୍ଥ ହୋଇପଡ଼ିଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ  ଆଜି ତାଙ୍କୁ ବୁର୍ଲା ମେଡିକାଲର କାର୍ଡିଓଲୋଜି ବିଭାଗରେ ଭର୍ତ୍ତି କରାଯାଇଛି।

ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ବୁଧବାର ରାତିରେ ଝାରସୁଗୁଡ଼ା କିରିମିରା ବ୍ଲକ୍ ଅନ୍ତର୍ଗତ ଠାକୁରପଡ଼ାରେ ଏକ ସାମାଜିକ କାର୍ଯ୍ୟକ୍ରମରେ ଯୋଗଦେଇ ଫେରୁଥିବା ସମୟରେ ସେ ଅସୁସ୍ଥ ହୋଇପଡ଼ିଥିଲେ। ତାଙ୍କୁ ପ୍ରଥମେ ଝାରସୁଗୁଡା ସଦର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପରେ ବୁର୍ଲା ସ୍ଥାନାନ୍ତର କରାଯାଇଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos