ନନ୍ଦନକାନନରେ ‘ହରପିସ୍’ ଭୟ; ମଲେଣି ୩ ହାତୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହରପିସ୍ ଭୂତାଣୁ ଭୟ। ଏଥିଯୋଗୁ  ଗତ ୨୫ ଦିନରେ ନନ୍ଦନକାନନରେ ୩ଟି ହାତୀ ଆଖି ବୁଜିଲେଣି । ଗତକାଲି ୭ ବର୍ଷର ମାଈ ହାତୀ କମଳା ଆଖି ବୁଜିଛି। ଘାତକ ‘ହରପିସ୍’ ଭୂତାଣୁ ସଂକ୍ରମଣରେ କମଳାର ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ପୂର୍ବରୁ ନନ୍ଦନକାନରେ ଥିବା ଏକ ଦନ୍ତା ଓ ଗୋଟିଏ ମାଈ ହାତୀର ବି ଏଥିଯୋଗୁ ମୃତ୍ୟୁ ହୋଇସାରିଛି । ଅଗଷ୍ଟ ୨୫ତାରିଖରେ ମାଈ ହାତୀ ‘ଜୁଲି’ ଓ […]

ghj

ghj

Tapaswini Nayak
  • Published: Friday, 20 September 2019
  • Updated: 20 September 2019, 11:54 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ହରପିସ୍ ଭୂତାଣୁ ଭୟ। ଏଥିଯୋଗୁ  ଗତ ୨୫ ଦିନରେ ନନ୍ଦନକାନନରେ ୩ଟି ହାତୀ ଆଖି ବୁଜିଲେଣି । ଗତକାଲି ୭ ବର୍ଷର ମାଈ ହାତୀ କମଳା ଆଖି ବୁଜିଛି। ଘାତକ ‘ହରପିସ୍’ ଭୂତାଣୁ ସଂକ୍ରମଣରେ କମଳାର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

ପୂର୍ବରୁ ନନ୍ଦନକାନରେ ଥିବା ଏକ ଦନ୍ତା ଓ ଗୋଟିଏ ମାଈ ହାତୀର ବି ଏଥିଯୋଗୁ ମୃତ୍ୟୁ ହୋଇସାରିଛି । ଅଗଷ୍ଟ ୨୫ତାରିଖରେ ମାଈ ହାତୀ ‘ଜୁଲି’ ଓ ସେପ୍ଟେମ୍ବର ୧୫ରେ ଏକମାତ୍ର ଦନ୍ତା ‘ଚନ୍ଦନ’ର ମୃତ୍ୟୁ ହୋଇଥିଲା। ନନ୍ଦନକାନନରେ ବର୍ତ୍ତମାନ ୫ଟି ମାଈ ହାତୀ ଅଛନ୍ତି। ସେମାନଙ୍କ ମଧ୍ୟରୁ ୨ଟି ଛୋଟ ହାତୀ ଅଛନ୍ତି।

ଏନେଇ ନନ୍ଦନକାନନ ପ୍ରାଣୀ ଉଦ୍ୟାନ କର୍ତ୍ତୃପକ୍ଷ କହିଛନ୍ତି,ହରପିସ୍ ଭୂତାଣୁ ଚିହ୍ନଟ ହୋଇଛି। ଏହାର ନିରାକରଣ ପାଇଁ ଉଦ୍ୟମ କରାଯିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story