ଚିନ୍ତା ବଢ଼ାଉଛି ହିଡେନ୍ କେସ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନା ଲକ୍ଷଣ ଥିଲେ ବି ଟେଷ୍ଟ କରିବାକୁ ଆସୁନାହାନ୍ତି ଲୋକେ।  ତେଣୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ହୋଇପାରୁନାହିଁ  । ଅନେକ ହିଡେନ୍ କେସ ରହୁଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।  ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୩ ମାସ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ କରାଯିବ । ଅଗଷ୍ଟ ପର୍ଯ୍ୟନ୍ତ ସର୍ଭିଲାନ୍ସ ଚାଲିବ । ସର୍ଭିଲାନ୍ସ କରି ହିଡେନ କେସ ଗୁଡିକୁ ବାହାର କଲେ ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିବ। ଯଦି ତୃତୀୟ ଲହର ଆସୁଛି ତେବେ ହିଡେନ […]

Corona

Corona

Tapas Behera
  • Published: Sunday, 18 July 2021
  • Updated: 18 July 2021, 04:18 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) କରୋନା ଲକ୍ଷଣ ଥିଲେ ବି ଟେଷ୍ଟ କରିବାକୁ ଆସୁନାହାନ୍ତି ଲୋକେ।  ତେଣୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ହୋଇପାରୁନାହିଁ  । ଅନେକ ହିଡେନ୍ କେସ ରହୁଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।  ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ୩ ମାସ ଇଣ୍ଟିଗ୍ରେଟେଡ଼ ସର୍ଭିଲାନ୍ସ କରାଯିବ । ଅଗଷ୍ଟ ପର୍ଯ୍ୟନ୍ତ ସର୍ଭିଲାନ୍ସ ଚାଲିବ । ସର୍ଭିଲାନ୍ସ କରି ହିଡେନ କେସ ଗୁଡିକୁ ବାହାର କଲେ ସଂକ୍ରମଣକୁ ନିୟନ୍ତ୍ରଣ କରାଯାଇପାରିବ। ଯଦି ତୃତୀୟ ଲହର ଆସୁଛି ତେବେ ହିଡେନ କେସ ନିଶ୍ଚିତ ରହିବ। ତେଣୁ ଡୋର ଟୁ ଡୋର ସର୍ଭିଲାନ୍ସ ଏକ ଅମୋଘ ଅସ୍ତ୍ର ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।  ଅଗଷ୍ଟ ୨୪ ପରେ ମଧ୍ୟ ସର୍ଭିଲାନ୍ସ ଜୋରସୋରରେ ଚାଲିବ।  ସବୁ ଘରେ ପହଞ୍ଚିବାକୁ ପ୍ରାଧାନ୍ୟ ଦିଆଯାଉଛି । ଏହାଦ୍ୱାରା ହିଡେନ୍ କେସ ସାମ୍ନାକୁ ଆସିପାରିବ । କଟକ, ଭୁବନେଶ୍ୱର, ବାଲେଶ୍ୱର ଓ ବାରିପଦା ସବୁବେଳେ ଫୋକସରେ ରହିଥିବା ସେ ସୂଚନା ଦେଇଛନ୍ତି ।

ସେପଟେ ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୨୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୭୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୯୪୩ଟି ହେଉଛି ଲୋକାଲ୍‌ କେସ୍‌। ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୬୬ ଜଣଙ୍କ ସଂପର୍କରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ତଥ୍ୟ ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦୫୮କୁ ବୃଦ୍ଧି ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story