କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ। ନିର୍ଦ୍ଦେଶ ମୁତାବକ ରିପୋର୍ଟ ଦେଇନପାରିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ଆଦିତ୍ୟଙ୍କ ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟର ଅବିକଳ ନକଲ ମାଗିଥିଲେ।  ୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡର କପି ମାଗିଥିଲେ ହାଇକୋର୍ଟ। ହେଲେ ଆଜି କ୍ରାଇମବ୍ରାଞ୍ଚ ରିପୋର୍ଟ ଦେଇନପାରିବାରୁ ବିରକ୍ତ ହୋଇଛନ୍ତି ହାଇକୋର୍ଟ। ଆସନ୍ତା ୨୫ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୫ରେ ପରବର୍ତ୍ତୀ ଶୁଣାଣି […]

7bv

7bv

Tapas Behera
  • Published: Thursday, 21 January 2021
  • Updated: 21 January 2021, 03:53 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଆଦିତ୍ୟ ଦାସ ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଉପରେ ବିରକ୍ତ ହେଲେ ହାଇକୋର୍ଟ। ନିର୍ଦ୍ଦେଶ ମୁତାବକ ରିପୋର୍ଟ ଦେଇନପାରିବାରୁ କ୍ଷୋଭ ପ୍ରକାଶ କରିଛନ୍ତି ହାଇକୋର୍ଟ। ହାଇକୋର୍ଟ ଆଦିତ୍ୟଙ୍କ ମୃତ୍ୟୁ ଘଟଣାରେ ପୋଷ୍ଟମର୍ଟମ ରିପୋର୍ଟର ଅବିକଳ ନକଲ ମାଗିଥିଲେ।  ୩ ଜଣ ସାକ୍ଷୀଙ୍କ ବୟାନ ରେକର୍ଡର କପି ମାଗିଥିଲେ ହାଇକୋର୍ଟ। ହେଲେ ଆଜି କ୍ରାଇମବ୍ରାଞ୍ଚ ରିପୋର୍ଟ ଦେଇନପାରିବାରୁ ବିରକ୍ତ ହୋଇଛନ୍ତି ହାଇକୋର୍ଟ। ଆସନ୍ତା ୨୫ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୨୫ରେ ପରବର୍ତ୍ତୀ ଶୁଣାଣି ରହିଛି। ଅନ୍ୟପଟେ ଆଦିତ୍ୟ ଦାଶଙ୍କ ରହସ୍ୟଜନକ ମୃତ୍ୟୁର ପରଦା ହଟୁ ନଥିବାରୁ ସିବିଆଇ ତଦନ୍ତ ପାଇଁ ହାଇକୋର୍ଟରେ ଆଉ ଏକ ମାମଲା ମଧ୍ୟ ହୋଇଛି।

ସୂଚନା ଅନୁଯାୟୀ, ଆଦିତ୍ୟ ଦାଶମୃତ୍ୟୁ ମାମଲାରେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ କରୁଛି । ଘଟଣାରେ କ୍ରାଇମବ୍ରାଞ୍ଚ ବିଦ୍ୟାଶ୍ରୀଙ୍କ ସମେତ ଏକାଧିକ ବ୍ୟକ୍ତିଙ୍କୁ ଜେରା କରିଛି। ଆଦିତ୍ୟଙ୍କ ବନ୍ଧୁ ବିକାଶ, ପପୁ ଓ ପ୍ରୀତମଙ୍କୁ ପଚରାଉଚରା କରାଯାଇଛି। ଗତ ଜୁଲାଇ ୭ରେ ତାରିଖ ସକାଳେ ଆଦିତ୍ୟା ଦାଶଙ୍କ ମୃତଦେହ ରେଳ ଧାରଣାରୁ ମିଳିଥିଲା। ଏହା ପରେ ଆର୍‌ପିଏଫ୍‌ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ପୁଲିସ ସନ୍ଦେହ କରୁଥିଲା।

ତେବେ ମାନବପ୍ରେମିଙ୍କ ସଙ୍ଗଠନର କାର୍ଯ୍ୟକର୍ତ୍ତା ଏହାକୁ ସହଜରେ ଗ୍ରହଣ କରିପାରୁନଥିଲେ। ପରେ ପୁଲିସ ଏକ ହତ୍ୟା ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଆଦିତ୍ୟଙ୍କ ସାଙ୍ଗ ପପୁ, ବିକାଶ, ବିଦ୍ୟାଶ୍ରୀ, ବିଦ୍ୟାଶ୍ରୀଙ୍କ ପରିବାର ଓ ଘର ମାଲିକଙ୍କୁ ଜେରା କରିଥିଲା। ମାତ୍ର କୌଣସି ନିଷ୍କର୍ସରେ ପହଞ୍ଚି ପାରୁନଥିଲା। ଆର୍‌ପିଏଫ୍‌ର ତଦନ୍ତ ପ୍ରକ୍ରିୟାକୁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ସନ୍ଦେହ କରିଥିଲେ। ଏହି ମାମଲା କମିଶନରେଟ୍‌ ପୁଲିସ ତଦନ୍ତ କରୁ ବୋଲି ସେ ଦାବି କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଖକୁ ପତ୍ର ଲେଖିଥିଲେ। ଏହା ପରେ ଡିଜିପି ଅଭୟ ଘଟଣାର ତଦନ୍ତ କ୍ରାଇମବ୍ରାଞ୍ଚକୁ ଦେଇଥିଲେ।

କିଛି ଦିନ ତଳେ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀ ମାନସିକ ନିର୍ଯାତନା ସହିନପାରି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଯାହା ଚର୍ଚ୍ଚାର ବିଷୟ ପାଲଟିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story