ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଛତ୍ରପୁର ବିଜେଡି କର୍ପୋରେଟର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି ମିଳିଛି। ଉଭୟଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି। କେସ୍ ଡାଏରୀ ଦାଖଲ ପାଇଁ ପୁଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଉଭୟଙ୍କ ପକ୍ଷରୁ ମାମଲା ଲଢୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର ପୁଲିସ ବିଜେପି […]

HIGH-COURT-GRANTS-INTERIM-RELIEF-TO-TWO-STATE-BJP-LEADERS

Manoranjan Sial
  • Published: Tuesday, 12 March 2019
  • Updated: 12 March 2019, 08:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ଚର୍ଚ୍ଚିତ ଛତ୍ରପୁର ବିଜେଡି କର୍ପୋରେଟର ଲକ୍ଷ୍ମୀଦତ୍ତ ହତ୍ୟା ମାମଲାରେ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଆଶ୍ୱସ୍ତି ମିଳିଛି। ଉଭୟଙ୍କୁ ହାଇକୋର୍ଟରୁ ଅନ୍ତରୀଣ ସୁରକ୍ଷା ମିଳିଛି। କେସ୍ ଡାଏରୀ ଦାଖଲ ପାଇଁ ପୁଲିସକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୧୯ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ଉଭୟଙ୍କ ପକ୍ଷରୁ ମାମଲା ଲଢୁଥିବା ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ଏହି ସୂଚନା ଦେଇଛନ୍ତି।

ଗଞ୍ଜାମ ଜିଲ୍ଲା ଛତ୍ରପୁର ପୁଲିସ ବିଜେପି ନେତା ଭୃଗୁ ବକ୍ସିପାତ୍ର ଓ ଗୋଲକ ମହାପାତ୍ରଙ୍କୁ ଥାନାରେ ହାଜର ପାଇଁ ନୋଟିସ କରିଥିଲା। ନୋଟିସ ପରେ ଉଭୟ ଆଗୁଆ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ୨୦୧୭ ସେପ୍ଟେମ୍ବର ୧୬ ତାରିଖରେ ଛତ୍ରପୁରର ଯୁବ ନେତା ଲକ୍ଷ୍ମୀଦତ୍ତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ମାମଲାରେ ୧୫ରୁ ଅଧିକ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story