‘ପ୍ରଦୀପ ପାଣିଗ୍ରାହୀ ମାମଲାରେ କେସ୍ ଡାଏରୀ ଦାଖଲ କର’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟାଟା କମ୍ପାନୀରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ମାସ ୪ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଏବେ ଝାରପଡ଼ା ଜେଲ୍‌ରେ ଥିବା ବିଧାୟକ ପାଣିଗ୍ରାହୀ ଜାମିନ ଆବେଦନ କରିଥିବା ବେଳେ ଆଜି ହାଇକୋର୍ଟରେ ତାଙ୍କ ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଘଟଣାରେ କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ […]

pradeep

pradeep

Niharika Rout
  • Published: Monday, 04 January 2021
  • Updated: 04 January 2021, 02:44 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟାଟା କମ୍ପାନୀରେ ଚାକିରି କରାଇଦେବାର ପ୍ରତିଶ୍ରୁତି ଦେଇ ଭାବୀ ଜ୍ୱାଇଁ ଆକାଶ ପାଠକଙ୍କ ପାଇଁ ଟଙ୍କା ଆଦାୟ କରୁଥିବା ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ମାସ ୪ ତାରିଖରେ ଗିରଫ କରିଥିଲା କ୍ରାଇମବ୍ରାଞ୍ଚ । ଏବେ ଝାରପଡ଼ା ଜେଲ୍‌ରେ ଥିବା ବିଧାୟକ ପାଣିଗ୍ରାହୀ ଜାମିନ ଆବେଦନ କରିଥିବା ବେଳେ ଆଜି ହାଇକୋର୍ଟରେ ତାଙ୍କ ଅଭିଯୋଗର ଶୁଣାଣି ହୋଇଥିଲା। ଏହି ଘଟଣାରେ କେସ୍ ଡାଏରୀ ଦାଖଲ ପାଇଁ କ୍ରାଇମବ୍ରାଞ୍ଚକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

ନିଲମ୍ବିତ IFS ଅଭୟକାନ୍ତ ପାଠକଙ୍କ ପୁଅ ଆକାଶ ପାଠକଙ୍କ ଜାଲିଆତିରେ ସଂପୃକ୍ତି ଅଭିଯୋଗରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗତ ଡିସେମ୍ବର ୪ ତାରିଖରେ ଗିରଫ କରାଯାଇଥିଲା । ଟାଟାରେ ଚାକିରିର ଲୋଭ ଦେଖାଇ ଲୋକଙ୍କଠାରୁ ଆକାଶ ପାଠକ ଟଙ୍କା ଠକି ନେଇଥିବା ଅଭିଯୋଗ ହୋଇଥିଲା । ଏଥିରେ ପ୍ରଦୀପ ପାଣିଗ୍ରାହୀ ମଧ୍ୟ ସଂପୃକ୍ତ ଥିବା ଅଭିଯୋଗ ପରେ ତାଙ୍କୁ ଗିରଫ କରା ଯାଇଥିଲା । ଗିରଫ ହେବା ପରେ ପ୍ରାୟ ମାସେ ହେଲାଣି ପ୍ରଦୀପ ଜେଲ୍‌ରେ ଅଛନ୍ତି  ।

ତାଙ୍କ ପୂର୍ବରୁ ଆୟ ବହିର୍ଭୁତ ସଂପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ପାଣିଗ୍ରାହୀଙ୍କ ଭାବୀ ସମୁଦି ଆଇଏଫ୍ଏସ୍ ଅଭୟକାନ୍ତ ପାଠକ ଓ ଭାବି ଜ୍ୱାଇଁ ଆକାଶ ପାଠକ ମଧ୍ୟ ଗିରଫ ହୋଇ ଜେଲ୍‌ରେ ଅଛନ୍ତି।

ସୂଚନାଯୋଗ୍ୟ, ଟାଟାରେ ଚାକିରି  ଦେବା ନାଁରେ ଆକାଶ ପାଠକ ଓ ତାଙ୍କ ଭାବି ଶ୍ୱଶୁର ପ୍ରଦୀପ ପାଣିଗ୍ରାହୀ ଶିକ୍ଷିତ ଯୁବକଙ୍କୁ ଠକିଥିବା ଅଭିଯୋଗ ହେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଥମେ ପ୍ରଦୀପଙ୍କୁ ଦଳରୁ ବହିଷ୍କାର କରିଥିଲେ। ପରେ କ୍ରାଇମବ୍ରାଞ୍ଚ  ତାଙ୍କୁ ଗିରଫ କରିଥିବା ବେଳେ ଏବେ ସେ ଜେଲ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story