ଭିମସାରରେ ଚିକିତ୍ସାରେ ଅବହେଳା ଅଭିଯୋଗ, ତଦନ୍ତ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ଦ୍ୱିତୀୟ ଲହର କରୋନା ସଂକ୍ରମଣ  ବେଳେ  ବୁର୍ଲା ଭିମସାରରେ  ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା।   ଏହି ମାମଲାର ତଦନ୍ତ ପାଇଁ  ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଅବସରପ୍ରାପ୍ତ ଜିଲ୍ଲା ଜଜ୍ ପାହ୍ୟାର ଅଧିକାରୀ ଅଭିଯୋଗର ତଦନ୍ତ କରି ହାଇକୋର୍ଟରେ ରିପୋର୍ଟ ଦାଖଲ କରିବେ । ମୁଖ୍ୟ ବିଚାରପତି  ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି । ଏ […]

Orissa High Court

Orissa High Court

Niharika Rout
  • Published: Saturday, 10 July 2021
  • Updated: 10 July 2021, 02:32 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ଦ୍ୱିତୀୟ ଲହର କରୋନା ସଂକ୍ରମଣ  ବେଳେ  ବୁର୍ଲା ଭିମସାରରେ  ସଂକ୍ରମିତଙ୍କ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ ହୋଇଥିଲା।   ଏହି ମାମଲାର ତଦନ୍ତ ପାଇଁ  ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

ଅବସରପ୍ରାପ୍ତ ଜିଲ୍ଲା ଜଜ୍ ପାହ୍ୟାର ଅଧିକାରୀ ଅଭିଯୋଗର ତଦନ୍ତ କରି ହାଇକୋର୍ଟରେ ରିପୋର୍ଟ ଦାଖଲ କରିବେ । ମୁଖ୍ୟ ବିଚାରପତି  ଜଷ୍ଟିସ ଏସ. ମୁରଲୀଧର ଓ ଜଷ୍ଟିସ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ମାମଲାର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି । ଏ ସମ୍ପର୍କିତ ମାମଲାର ପରବର୍ତ୍ତୀ ଶୁଣାଣି ନଭେମ୍ବର ୮ରେ ହେବ ।

ସୂଚନାଯୋଗ୍ୟ, କରୋନାର ଦ୍ୱିତୀୟ ଲହର ବେଳେ ଭିମସାରରେ ଚିକିତ୍ସାରେ ଅବହେଳା ହୋଇଥିବା ଅଭିଯୋଗ କରି ଦିଲ୍ଲୀ ବିଶ୍ୱବିଦ୍ୟାଳୟରେ ପଢୁଥିବା ବରଗଡର ଆଇନ ଛାତ୍ର ଜ୍ଞାନଦତ୍ତ ଚୌହାନ ଜନସ୍ୱାର୍ଥ ମାମଲା କରିଥିଲେ ।

ଏନେଇ ଜ୍ଞାନଦତ୍ତ କହିଛନ୍ତି, ମହାମରୀ କରୋନା ସମୟରେ ଉପଯୁକ୍ତ ଚିକିତ୍ସା ନ ପାଇ ବହୁ ଲୋକ ଆଖି ବୁଜିଛନ୍ତି । ଆଇସିୟୁ ତଥା, ଅକ୍ସିଜେନ ଅଭାବରୁ ବହୁ ଜୀବନ ଯାଇଛି।  ସରକାରଙ୍କ ଦାୟିତ୍ୱହୀନତା ଯୋଗୁ ଏପରି ଘଟଣା ଘଟିଛି। କୋର୍ଟ ଏହାକୁ ଗୁରୁତର ସହ ନେଇଛନ୍ତି । ତେଣୁ ନଭେମ୍ବର ୧୫ ସୁଦ୍ଧା ରିପୋର୍ଟ ଦାଖଲ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story