ଆଜିଠାରୁ ଏହି ୬ ଜିଲ୍ଲାକୁ ୨୪ ପର୍ଯ୍ୟନ୍ତ ବିପଦ, ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବଙ୍ଗୋପସାଗରରେ ଉଠିବ ଉଚ୍ଚ ଜୁଆର । ପ୍ରାୟ ୨ରୁ ୩ ମିଟର ଉଚ୍ଚର ଜୁଆର ଉଠିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଜୁଆରର ଅଧିକ ପ୍ରଭାବ କେରଳ ଓ ପଶ୍ଚିମବଙ୍ଗରେ ଦେଖିବାକୁ ମିଳିବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି। ସେପଟେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ କାଳବୈଶାଖୀ ବର୍ଷା […]

Tidal-Backlash

Tidal-Backlash

Rakesh Mallick
  • Published: Sunday, 22 April 2018
  • Updated: 22 April 2018, 07:05 AM IST

ଭୁବନେଶ୍ୱର,(ଓଡ଼ିଶା ରିପୋର୍ଟର): ଆଜିଠାରୁ ୨୪ ତାରିଖ ପର୍ଯ୍ୟନ୍ତ ବଙ୍ଗୋପସାଗରରେ ଉଠିବ ଉଚ୍ଚ ଜୁଆର । ପ୍ରାୟ ୨ରୁ ୩ ମିଟର ଉଚ୍ଚର ଜୁଆର ଉଠିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଜୁଆରର ଅଧିକ ପ୍ରଭାବ କେରଳ ଓ ପଶ୍ଚିମବଙ୍ଗରେ ଦେଖିବାକୁ ମିଳିବ ବୋଲି ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।

ସେପଟେ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ କାଳବୈଶାଖୀ ବର୍ଷା ସହ ପବନ ହେବାର ସମ୍ଭାବନା ରହିଛି । ଏଥିପାଇଁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ରାଜ୍ୟର ୬ଟି ଜିଲ୍ଲାକୁ ସତର୍କ ରହିବା ଲାଗି ସୂଚନା ଦିଆଯାଇଛି।  ଆଜି ସଂଧ୍ୟାରେ ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, ଓ ଗଞ୍ଜାମ ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍  କମିଶନରଙ୍କ ତରଫରୁ ଏ ନେଇ ନିର୍ଦ୍ଦେଶ ଜାରି ହୋଇଛି। ସୂଚନା ଅନୁଯାୟୀ, ଆରବସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବ ବଙ୍ଗୋପସାଗରରେ ମଧ୍ୟ ପଡ଼ିବ। ତେଣୁ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି। ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏବେ ତାପମାତ୍ରା କମିବାର ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story