ଜେଲରୁ ମୁକୁଳିବେ ସାରଥି

କଟକ (ଓଡ଼ିଶା ରିପୋର୍ଟର): ସାରଥି ଓରଫ୍ ସନ୍ତୋଷ ରାଉଳଙ୍କୁ ଆଜି ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମ ଅନ୍ତେବାସିନୀ ମା ଓ ଝିଅଙ୍କ ମାମଲାରେ ତାଙ୍କୁ ଜାମିନ ମିଳିଛି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ। ଏହା ସହିତ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ପାଇଁ ସାରଥିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ତଳ କୋର୍ଟ ଚାହିଁଲେ ତାଙ୍କ ଜାମିନ ଉପରେ ଅଧିକ ସର୍ତ୍ତ ରଖିପାରିବେ ବୋଲି […]

sarathimmmmmmmmmmm

sarathimmmmmmmmmmm

Tapaswini Nayak
  • Published: Monday, 22 July 2019
  • Updated: 22 July 2019, 02:11 PM IST

Sports

Latest News

କଟକ (ଓଡ଼ିଶା ରିପୋର୍ଟର): ସାରଥି ଓରଫ୍ ସନ୍ତୋଷ ରାଉଳଙ୍କୁ ଆଜି ହାଇକୋର୍ଟ ଜାମିନ ପ୍ରଦାନ କରିଛନ୍ତି। କେନ୍ଦ୍ରାପଡ଼ା ବାରିମୂଳ ଆଶ୍ରମ ଅନ୍ତେବାସିନୀ ମା ଓ ଝିଅଙ୍କ ମାମଲାରେ ତାଙ୍କୁ ଜାମିନ ମିଳିଛି। ୨ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ତାଙ୍କୁ ଜାମିନ ମଞ୍ଜୁର କରିଛନ୍ତି ହାଇକୋର୍ଟ।

ଏହା ସହିତ ସାକ୍ଷୀଙ୍କୁ ପ୍ରଭାବିତ ନ କରିବା ପାଇଁ ସାରଥିଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ତଳ କୋର୍ଟ ଚାହିଁଲେ ତାଙ୍କ ଜାମିନ ଉପରେ ଅଧିକ ସର୍ତ୍ତ ରଖିପାରିବେ ବୋଲି ହାଇକୋର୍ଟ କହିଛନ୍ତି।

ସାରଥିଙ୍କ ନାଁରେ ମୋଟ ୩ଟି ମାମଲା ଥିଲା। ପୂର୍ବରୁ ୨ଟି ମାମଲାରେ ତାଙ୍କୁ ଜାମିନ ମିଳି ସାରିଥିଲା। ଏବେ ଅନ୍ୟ ମାମଲାରେ ଜାମିନ୍ ମିଳିଥିବାରୁ ସେ ଜେଲ୍‌ରୁ ବାହାରିବେ ବୋଲି କୁହାଯାଉଛି। ୩ ବର୍ଷ ହେଲାଣି ସେ ଚୌଦ୍ୱାର ଜେଲ୍‌ରେ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story