ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ଡି.ଏଚ୍ ୱାଘେଲାଙ୍କ ବଦଳି

କଟକ: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଡି.ଏଚ୍ ୱାଘେଲାଙ୍କର ବଦଳି ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ବମ୍ୱେ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ତାଙ୍କୁ ବଦଳି କରାଯାଇଛି। ଜଷ୍ଟିସ୍ ୱାଘେଲା ଗତ ୨୦୧୫ ଜୁନରେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିଲେ। ଏହା ପୂର୍ବରୁ ସେ କର୍ଣ୍ଣାଟକ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରୁଥିଲେ।

D_H_WAGHELA

Rakesh Mallick
  • Published: Wednesday, 03 February 2016
  • , Updated: 03 February 2016, 09:00 AM IST

Related story