ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ

କଟକ(ଓଡ଼ିଶା ରିପୋର୍ଟର): ହୋମଗାର୍ଡଙ୍କ ଭତ୍ତା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କାକୁ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ। ୫୩୩କୁ ବୃଦ୍ଧି ସହ ପିଛିଲା ଭାବେ ଜାନୁଆରୀ ୨୦୨୦ରୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୩ ମାସ ଭିତରେ ବର୍ଦ୍ଧିତ ଦେୟ ପ୍ରକ୍ରିୟା ସାରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ହାଇକୋର୍ମୁଟ ଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ଏ.କେ.ମିଶ୍ରଙ୍କ ଖଣ୍ଡପୀଠ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ […]

highcourt-1.1

highcourt-1.1

Tapas Behera
  • Published: Wednesday, 19 August 2020
  • Updated: 19 August 2020, 06:15 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ହୋମଗାର୍ଡଙ୍କ ଭତ୍ତା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ। ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କାକୁ ବୃଦ୍ଧି କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ।

୫୩୩କୁ ବୃଦ୍ଧି ସହ ପିଛିଲା ଭାବେ ଜାନୁଆରୀ ୨୦୨୦ରୁ ଲାଗୁ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ୩ ମାସ ଭିତରେ ବର୍ଦ୍ଧିତ ଦେୟ ପ୍ରକ୍ରିୟା ସାରିବାକୁ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ହାଇକୋର୍ମୁଟ ଖ୍ୟ ବିଚାରପତି ଜଷ୍ଟିସ ମହମ୍ମଦ ରଫିକ ଓ ଜଷ୍ଟିସ ଏ.କେ.ମିଶ୍ରଙ୍କ ଖଣ୍ଡପୀଠ ଏନେଇ ନିର୍ଦ୍ଦେଶ ଦେଇଛନ୍ତି । ଏହି ପ୍ରସଙ୍ଗରେ ହାଇକୋର୍ଟଙ୍କ ଜଣିକିଆ ଖଣ୍ଡପୀଠଙ୍କ ରାୟରେ ଆଶିଂକ ପରିବର୍ତ୍ତନ କରି ଡିଭିଜନ ବେଞ୍ଚ ଏହି ନିର୍ଦ୍ଦେଶ ଦେଇଛନ୍ତି  । ପୂର୍ବରୁ ଡିଜି ଫାୟାର ସର୍ଭିସଙ୍କ ସୁପାରିସ ଆଧାରରେ ଦୈନିକ ୫୩୩ ଟଙ୍କା ଦେବାକୁ ଜଣିକିଆ ଖଣ୍ଡପୀଠ ଗତ ଫେବୃୟାରୀ ୨୮ତାରିଖରେ ରାୟ ପ୍ରକାଶ କରିଥିଲେ ।

ଏହାକୁ ପିଛିଲା ଭାବରେ ୨୦୧୬ ନଭେମ୍ବର ୧୦ ତାରିଖରୁ ଲାଗୁ କରିବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।  ହେଲେ ଏହାକୁ ଚ୍ୟାଲେଞ୍ଜ କରି ରାଜ୍ୟ ସରକାର ରିଟ୍ ଅପିଲ ଜରିଆରେ ଡିଭିଜନ ବେଞ୍ଚର ଦ୍ୱାରସ୍ଥ ହୋଇଥିଲେ।  ରିଟ୍ ଅପିଲର ରାୟ ପ୍ରକାଶ କରି ନଭେମ୍ବର ୨୦୧୬ ପରିବର୍ତ୍ତେ ଜାନୁଆରୀ ୨୦୨୦ଠାରୁ ୫୩୩ ଟଙ୍କା ଲେଖାଏଁ ପାରିଶ୍ରମକ ଦେବାକୁ ହାଇକୋର୍ଟ ଡିଭିଜନ ବ୍ୟାଞ୍ଚ ରାୟରେ ସ୍ପଷ୍ଟ କରିଛନ୍ତି । ୩ ମାସ ମଧ୍ୟରେ ଏହି ପକ୍ରିୟା ଶେଷ କରିବାକୁ ଡିଭିଜନ ବେଞ୍ଚ ନିର୍ଦ୍ଦେଶ ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story