୬ରୁ ଖୋଲିବ ହଷ୍ଟେଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୭ ତାରିଖରୁ ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ ଗୁଡ଼ିକୁ ୬ ତାରିଖରୁ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷମାନଙ୍କୁ ଚିଠି […]

Students

Students

Jitendra Garnayak
  • Published: Friday, 04 February 2022
  • Updated: 04 February 2022, 03:44 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତା ୭ ତାରିଖରୁ ରାଜ୍ୟର ସବୁ ଉଚ୍ଚ ଶିକ୍ଷାନୁଷ୍ଠାନରେ କ୍ଲାସରୁମ୍ ପାଠପଢ଼ା ଆରମ୍ଭ ହେବ। ଏହାକୁ ଦୃଷ୍ଟିରେ ରଖି ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ ଗୁଡ଼ିକୁ ୬ ତାରିଖରୁ ହଷ୍ଟେଲ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ଆଜି ଏନେଇ ଉଚ୍ଚଶିକ୍ଷା ବିଭାଗ ପ୍ରମୁଖ ସଚିବ ଶାଶ୍ୱତ ମିଶ୍ର ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ଡିଗ୍ରୀ କଲେଜ ଓ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ଅଧ୍ୟକ୍ଷମାନଙ୍କୁ ଚିଠି ଲେଖିଛନ୍ତି।

ରାଜ୍ୟରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଥିବାରୁ ସରକାର ଶିକ୍ଷାନୁଷ୍ଠାନରେ ପାଠପଢ଼ା ସ୍ୱାଭାବିକ କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଥିପାଇଁ ୭ ତାରିଖରୁ ଅଷ୍ଟମ ଶ୍ରେଣୀ ଓ ତଦୁର୍ଦ୍ଧ୍ୱ ଶ୍ରେଣୀର ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେଥିରେ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ବିଶ୍ୱବିଦ୍ୟାଳୟ ଓ କଲେଜ ମଧ୍ୟ ରହିଛି। ସେହିପରି ଫେବ୍ରୁଆରୀ ୧୪ତାରିଖରୁ କେଜିରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କ ପାଇଁ ସ୍କୁଲ ଖୋଲିବ। ତେବେ ଏହି ପାଠପଢ଼ା ଅନଲାଇନ/ଅଫଲାଇନ୍‌ ମାଧ୍ୟମରେ ହୋଇପାରିବ। ଶିକ୍ଷାନୁଷ୍ଠାନ ସହ ଜଡ଼ିତ ଥିବା ବିଭାଗଗୁଡ଼ିକ ସ୍ୱତନ୍ତ୍ର ଭାବେ ନିଜ ନିଜର ଗାଇଡଲାଇନ୍ ଜାରି କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story