ଆଜି ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।
34 from Keonjhar
32 from Jajapur
27 from Gajapati
22 from Anugul
20 from Jharsuguda
19 from Kendrapara
16 from Jagatsinghpur
11 from Nuapada
1 from Deogarh— H & FW Dept Odisha (@HFWOdisha) August 26, 2020
ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୩୨ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୨୬୧, ଭଦ୍ରକରୁ ୨୪୫, ଗଂଜାମରୁ ୨୩୮, ରାୟଗଡ଼ାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଂଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡ଼ରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗିରରୁ ୬୫, ନୟାଗଡ଼ରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ ୨୭, ଅନୁଗୋଳରୁ ୨୨, ଝାରସୁଗୁଡ଼ାରୁ ୨୦, କେନ୍ଦ୍ରାପଡ଼ାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡ଼ାରୁ ୧୧ ଓ ଦେବଗଡ଼ରୁ ଜଣେ ଲେଖାଏଁ କରୋନାରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।