ଆଜି ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ, କେଉଁ ଜିଲ୍ଲାରୁ କେତେ ପଢ଼ନ୍ତୁ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 34 from Keonjhar32 from Jajapur27 from Gajapati22 from Anugul20 from Jharsuguda19 from Kendrapara16 from Jagatsinghpur11 from Nuapada1 from Deogarh — H & FW Dept Odisha […]

corona-updates

Manoranjan Sial
  • Published: Wednesday, 26 August 2020
  • , Updated: 26 August 2020, 06:36 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୬୨୮୧୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି।

https://twitter.com/HFWOdisha/status/1298599931372957696?s=20

ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୩୨ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୨୬୧, ଭଦ୍ରକରୁ ୨୪୫, ଗଂଜାମରୁ ୨୩୮, ରାୟଗଡ଼ାରୁ ୨୧୭, କଟକରୁ ୧୮୧, ବାଲେଶ୍ୱରରୁ ୧୫୫, ସମ୍ବଲପୁରରୁ ୧୨୭, ପୁରୀରୁ ୧୨୧, କୋରାପୁଟରୁ ୧୧୯, ମୟୂରଭଂଜରୁ ୧୧୨, ସୋନପୁରରୁ ୧୦୩, ବୌଦ୍ଧରୁ ୮୪, ବରଗଡ଼ରୁ ୭୮, କନ୍ଧମାଳରୁ ୬୮, ବଲାଙ୍ଗିରରୁ ୬୫, ନୟାଗଡ଼ରୁ ୬୦, କଳାହାଣ୍ଡିରୁ ୫୬, ମାଲକାନଗିରିରୁ ୫୪, ଢେଙ୍କାନାଳରୁ ୪୯, ନବରଙ୍ଗପୁରରୁ ୩୬, କେନ୍ଦୁଝରରୁ ୩୪, ଯାଜପୁରରୁ ୩୨, ଗଜପତିରୁ ୨୭, ଅନୁଗୋଳରୁ ୨୨, ଝାରସୁଗୁଡ଼ାରୁ ୨୦, କେନ୍ଦ୍ରାପଡ଼ାରୁ ୧୯, ଜଗତସିଂହପୁରରୁ ୧୬, ନୂଆପଡ଼ାରୁ ୧୧ ଓ ଦେବଗଡ଼ରୁ ଜଣେ ଲେଖାଏଁ କରୋନାରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Related story