ବଢ଼ିଲା ବସ୍‌ ଭଢ଼ା

ଭୁବନେଶ୍ୱର: ଡିଜେଲ ଦର ବୃଦ୍ଧି ଯୋଗୁଁ ରାଜ୍ୟ ସରକାର ବସ୍‌ ଭଡ଼ା ବଢ଼ାଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ରେ କିଲୋମିଟର ପିଛା ୧ ପଇସା ବୃଦ୍ଧି କରିଛନ୍ତି। ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ବସ୍‌ ଭଡା କିଲୋମିଟର ପିଛା ୨ ପଇସା ବୃଦ୍ଧି କରାଯାଇଛି। ଡିଜେଲ ଦର ବୃଦ୍ଧି ପରେ ଅଟୋମ୍ୟାଟିକ୍‌ ମେନାନିଜିମ୍‌ ସିଷ୍ଟମ ଅନୁସାରେ ବସ ଭଡ଼ା ବୃଦ୍ଧି କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

bus

bus

Rakesh Mallick
  • Published: Tuesday, 20 December 2016
  • Updated: 20 December 2016, 07:59 PM IST

Sports

Latest News

ଭୁବନେଶ୍ୱର: ଡିଜେଲ ଦର ବୃଦ୍ଧି ଯୋଗୁଁ ରାଜ୍ୟ ସରକାର ବସ୍‌ ଭଡ଼ା ବଢ଼ାଇଛନ୍ତି। ସାଧାରଣ ଓ ଏକ୍ସପ୍ରେସ୍‌ ବସ୍‌ରେ କିଲୋମିଟର ପିଛା ୧ ପଇସା ବୃଦ୍ଧି କରିଛନ୍ତି। ସେହିପରି ଡିଲକ୍ସ ଓ ଏସି ଡିଲକ୍ସ ବସ୍‌ ଭଡା କିଲୋମିଟର ପିଛା ୨ ପଇସା ବୃଦ୍ଧି କରାଯାଇଛି।

ଡିଜେଲ ଦର ବୃଦ୍ଧି ପରେ ଅଟୋମ୍ୟାଟିକ୍‌ ମେନାନିଜିମ୍‌ ସିଷ୍ଟମ ଅନୁସାରେ ବସ ଭଡ଼ା ବୃଦ୍ଧି କରାଯାଇଛି। ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos