ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାର ତଦନ୍ତ କରିବ ଏନ୍‌ଆଇଏ

ଭୁବନେଶ୍ୱର: ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାର ତଦନ୍ତ କରିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ)। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୂଚନା ଦେଇଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି। ଏହାପୂର୍ବରୁ ଏନ୍‌ଆଇଏ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରି ଯାଞ୍ଚ କରିଥିଲା। ଗତ ଶନିବାର ରାତିରେ ଓଡ଼ିଶା-ଆନ୍ଧ୍ର ସୀମାରେ କୁନୁର ଷ୍ଟେସନ୍‌ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହୋଇଥିଲା। ଦୁର୍ଘଟଣାରେ ୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିଲେ। ଆହତଙ୍କୁ ରାୟଗଡ଼ା ଓ ପାର୍ବତୀପୁରମ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।

hirakhanda express

Rakesh Mallick
  • Published: Thursday, 26 January 2017
  • , Updated: 26 January 2017, 07:01 PM IST

ଭୁବନେଶ୍ୱର: ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାର ତଦନ୍ତ କରିବ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନ୍‌ଆଇଏ)। ଏନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ସୂଚନା ଦେଇଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି। ଏହାପୂର୍ବରୁ ଏନ୍‌ଆଇଏ ଦୁର୍ଘଟଣା ସ୍ଥଳ ପରିଦର୍ଶନ କରି ଯାଞ୍ଚ କରିଥିଲା।

ଗତ ଶନିବାର ରାତିରେ ଓଡ଼ିଶା-ଆନ୍ଧ୍ର ସୀମାରେ କୁନୁର ଷ୍ଟେସନ୍‌ ନିକଟରେ ହୀରାଖଣ୍ଡ ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହୋଇଥିଲା। ଦୁର୍ଘଟଣାରେ ୪୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫୦ରୁ ଅଧିକ ଆହତ ହୋଇଥିଲେ। ଆହତଙ୍କୁ ରାୟଗଡ଼ା ଓ ପାର୍ବତୀପୁରମ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା।

Related story