ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ନବୀନ ଓ ମୋଦି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଆଜି ସଚିବାଳୟରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଥିଲେ। ବୈଡକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି,“ଟ୍ରେନ ଦୁର୍ଘଟଣା ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ସହ କଥା ହୋଇଛି।  ମୁଖ୍ୟ ଶାସନ ସଚିବ, ଡିଜିପି ଓ ସ୍ୱାସ୍ଥ୍ୟ ସଚିବ ରାୟଗଡ଼ା ଯିବେ। […]

derailment-750x430

derailment-750x430

Rakesh Mallick
  • Published: Sunday, 22 January 2017
  • Updated: 22 January 2017, 01:54 PM IST

Sports

Latest News

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହୀରାଖଣ୍ଡ ଏକ୍ସପ୍ରେସ ଦୁର୍ଘଟଣାକୁ ନେଇ ଗଭୀର ଶୋକ ପ୍ରକାଶ କରିଛନ୍ତି। ଦୁର୍ଘଟଣାରେ ମୃତାହତଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ଆଜି ସଚିବାଳୟରେ ଏକ ଉଚ୍ଚ ସ୍ତରୀୟ ସମୀକ୍ଷା ବୈଠକ କରିଥିଲେ। ବୈଡକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସେ କହିଛନ୍ତି,“ଟ୍ରେନ ଦୁର୍ଘଟଣା ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ. ଚନ୍ଦ୍ରବାବୁ ନାଇଡୁଙ୍କ ସହ କଥା ହୋଇଛି।  ମୁଖ୍ୟ ଶାସନ ସଚିବ, ଡିଜିପି ଓ ସ୍ୱାସ୍ଥ୍ୟ ସଚିବ ରାୟଗଡ଼ା ଯିବେ। ଯେତେ ଶୀଘ୍ର ସମ୍ଭବ ଯିବାକୁ ସେମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟ ସରକାର ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯାଉଛି।”

ବୈଠକରେ ମୁଖ୍ୟ ଶାସନ ସଚିବ,  ପୋଲିସ୍‌ ଡିଜି, ସ୍ୱାସ୍ଥ୍ୟ ସଚିବ ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ପୋଲିସ୍‌ ଡିଜି କେ.ବି. ସିଂହ କହିଛନ୍ତି,“ଟ୍ରେନ ଦୁର୍ଘଟଣାରେ ୩୨ ଜଣଙ୍କର ମୃତ୍ୟୁ ହୋଇଛି। ୬୦ରୁ ଅଧିକ ଆହତ ବିଭିନ୍ନ ହସପିଟାଲରେ ଚିକିତ୍ସିତ ହେଉଛନ୍ତି।”

ସେ ଆହୁରି କହିଛନ୍ତି,“ମାଓବାଦୀଙ୍କ ସଂପୃକ୍ତି ନେଇ କିଛି ସୂଚନା ମିଳିନାହିଁ। ତଦନ୍ତ ପରେ ଏନେଇ ସ୍ପଷ୍ଟ ହେବ।”

ଏହି ଦୁର୍ଘଟଣା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍. ଚନ୍ଦ୍ରବାବୁ ନାଇଡୁ, ଭେଙ୍କିୟା ନାଇଡୁ, ଧର୍ମେନ୍ଦ୍ର ପ୍ରଧାନ, ଗୃହମନ୍ତ୍ରୀ ରାଜନାଥ ସିଂହ ଦୁଃଖ ପ୍ରକାଶ କରିଛନ୍ତି।

ଏଡିଜି ପିଆର ଅନୀଲ ସାକସେନା କହିଛନ୍ତି,“ଏହି ମର୍ମନ୍ତୁଦ ରେଳ ଦୁର୍ଘଟଣା କେମିତି ଘଟିଲା ତା’ର  ତଦନ୍ତ ବେସାମରିକ ବିମାନ ଚଳାଚଳ ମନ୍ତ୍ରାଳୟ ଅଧିନସ୍ଥ ରେଳ ନିରାପତ୍ତା କମିଶନର କରିବେ। କମିଶନରଙ୍କ ସଦସ୍ୟ ଖୁବଶୀଘ୍ର ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବେ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story