ଆଜି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍‌

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆଜି ସକାଳ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଛି।

puri-3-1

puri-3-1

Niharika Rout
  • Published: Thursday, 25 June 2020
  • Updated: 25 June 2020, 07:50 AM IST

Sports

Latest News

ସମ୍ବଲପୁର(ଓଡ଼ିଶା ରିପୋର୍ଟର): ଆଜି ସକାଳ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର। ହୀରାକୁଦରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ । ଉପରମୁଣ୍ଡରେ ବର୍ଷା ଯୋଗୁଁ ଜଳସ୍ତର ବଢି ଚାଲିଥିବାରୁ ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି । ମହାନଦୀ ଅବବାହିକାରେ ବସବାସ କରୁଥିବା ଜନସାଧାରଣଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ଲୋକଙ୍କୁ ସଚେତନ କରାଯାଉଛି । ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ ଥିବାବେଳେ ଏହାର ଜଳଧାରଣ କ୍ଷମତା ୬୩୦ ଫୁଟ୍ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos