ଏକଲବ୍ୟ ପୁରସ୍କାର ପାଇବେ ନମିତା ଟପ୍ପୋ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଖ୍ୟାତନାମା ହକି ଖେଳାଳି ନମିତା ଟପ୍ପୋ। ତାଙ୍କୁ ୨୮ ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତିକ୍ରମେ ତାଙ୍କୁ ବିଜେତା ଘୋଷଣା କରାଯାଇଛି। ପୁରସ୍କାର ବିତରଣ ଉତ୍ସବରେ ତାଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ଦିଆଯାଇ ସମ୍ମାନିତ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ୧୯୯୩ ମସିହାରୁ […]

Namita-Toppo-1

Namita-Toppo-1

Tapas Behera
  • Published: Sunday, 08 November 2020
  • Updated: 08 November 2020, 05:18 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଚଳିତ ବର୍ଷ ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ଖ୍ୟାତନାମା ହକି ଖେଳାଳି ନମିତା ଟପ୍ପୋ। ତାଙ୍କୁ ୨୮ ତମ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯିବ ବୋଲି ଘୋଷଣା କରାଯାଇଛି।ଏକଲବ୍ୟ ପୁରସ୍କାର ଜୁରୀ କମିଟି ବୈଠକରେ ସର୍ବସମ୍ମତିକ୍ରମେ ତାଙ୍କୁ ବିଜେତା ଘୋଷଣା କରାଯାଇଛି।

ପୁରସ୍କାର ବିତରଣ ଉତ୍ସବରେ ତାଙ୍କୁ ୫ ଲକ୍ଷ ଟଙ୍କା ସହ ମାନପତ୍ର ଦିଆଯାଇ ସମ୍ମାନିତ କରାଯିବ। ଇମ୍ଫା ଦ୍ୱାରା ପରିଚାଳିତ ଇମ୍ପାକ୍ଟ ପକ୍ଷରୁ ୧୯୯୩ ମସିହାରୁ ଏକଲବ୍ୟ ପୁରସ୍କାର ପ୍ରଦାନ କରାଯାଇଆସୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story