ହୋମଗାର୍ଡଙ୍କ ଦରମା ବଢ଼ାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(ଓଡ଼ିଶା ରିପୋର୍ଟର): ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ମାନ୍ୟତା ବଢ଼ାଇ ଦରମା ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଦୈନିକ ୫୦୦ ଟଙ୍କା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାସକ ମଧ୍ୟରେ ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ଲାଗୁ କରିବାକୁ କୋର୍ଟ କହିଛନ୍ତି। ୨୦୧୬ ମସିହାରେ ହୋମଗାର୍ଡଙ୍କୁ ମାନ୍ୟତା ବଢ଼ାଇ ଦରମା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସର୍ବନିମ୍ନ ପୁଲିସ କର୍ମଚାରୀଙ୍କ ଦରମା ତତୁଲ୍ୟ ଦେବାକୁ କହିଥିଲେ। […]

home-gard,000000000

home-gard,000000000

Tapaswini Nayak
  • Published: Friday, 28 February 2020
  • Updated: 28 February 2020, 05:57 PM IST

Sports

Latest News

କଟକ(ଓଡ଼ିଶା ରିପୋର୍ଟର): ହୋମଗାର୍ଡମାନଙ୍କ ପାଇଁ ଖୁସି ଖବର। ହୋମଗାର୍ଡଙ୍କ ମାନ୍ୟତା ବଢ଼ାଇ ଦରମା ଦେବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ। ଜାନୁଆରୀ ୧ ତାରିଖରୁ ପିଛିଲା ଭାବେ ଦୈନିକ ୫୦୦ ଟଙ୍କା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାସକ ମଧ୍ୟରେ ସୁପ୍ରିମକୋର୍ଟଙ୍କ ଏହି ନିର୍ଦ୍ଦେଶ ଲାଗୁ କରିବାକୁ କୋର୍ଟ କହିଛନ୍ତି।

୨୦୧୬ ମସିହାରେ ହୋମଗାର୍ଡଙ୍କୁ ମାନ୍ୟତା ବଢ଼ାଇ ଦରମା ଦେବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସର୍ବନିମ୍ନ ପୁଲିସ କର୍ମଚାରୀଙ୍କ ଦରମା ତତୁଲ୍ୟ ଦେବାକୁ କହିଥିଲେ। ୮ଟି ରାଜ୍ୟ ଏହା ମଧ୍ୟରେ ଲାଗୁ କରିଥିଲେ ବି ଓଡ଼ିଶା କରିନଥିଲା। ଏହାକୁ ଚାଲେଞ୍ଜ କରି ହାଇକୋର୍ଟ ହୋମଗାର୍ଡମାନେ ଯାଇଥିଲେ। ଏବେ ରାଜ୍ୟରେ ମୋଟ ୧୭, ୬୭୫ ହୋମଗାର୍ଡ କାର୍ଯ୍ୟରତ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story