୩୧ରେ ଓଡ଼ିଶା ଆସିବେ ଦୁଇ ଗୃହମନ୍ତ୍ରୀ!

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୩୧ ତାରିଖରେ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍‌ର ୨୪ ତମ ବୈଠକ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ସିଏଏ, ଏନପିଆର ଓ ଏନଆରସିକୁ ନେଇ ଦେଶବ୍ୟାପୀ ଉଷ୍ମତା ଲାଗି ରହିଥିବାବେଳେ ଦୀର୍ଘ ୨୯ବର୍ଷ ପରେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକ ଅନୁଷ୍ଠିତ ହେଉଥିବାରୁ ଏହା ବେଶ୍ ଗୁରୁତ୍ୱବହନ କରୁଛି। ମିଳିଥିବା ସୂଚନା ଅନୁସାରେ, ଆସନ୍ତା […]

home-minister-amit-saha-and-nityananda-rao-will-come-to-odisha-on-31january

Manoranjan Sial
  • Published: Saturday, 18 January 2020
  • Updated: 18 January 2020, 10:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚଳିତମାସ ୩୧ ତାରିଖରେ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍‌ର ୨୪ ତମ ବୈଠକ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏଥିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଓ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାଏ ଯୋଗଦେବାର କାର୍ଯ୍ୟକ୍ରମ ରହିଥିବା ଜଣାପଡ଼ିଛି। ସିଏଏ, ଏନପିଆର ଓ ଏନଆରସିକୁ ନେଇ ଦେଶବ୍ୟାପୀ ଉଷ୍ମତା ଲାଗି ରହିଥିବାବେଳେ ଦୀର୍ଘ ୨୯ବର୍ଷ ପରେ ଭୁବନେଶ୍ୱରରେ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକ ଅନୁଷ୍ଠିତ ହେଉଥିବାରୁ ଏହା ବେଶ୍ ଗୁରୁତ୍ୱବହନ କରୁଛି।

ମିଳିଥିବା ସୂଚନା ଅନୁସାରେ, ଆସନ୍ତା ୩୧ତାରିଖରେ ପୂର୍ବାଞ୍ଚଳ ଜୋନାଲ କାଉନସିଲର ୨୪ତମ ବୈଠକ ଭୁବନେଶ୍ୱରରେ ଅନୁଷ୍ଠିତ ହେବ। ଏଥିରେ ସଦସ୍ୟ ରାଜ୍ୟ ଓଡ଼ିଶା ସମେତ ବିହାର, ପଶ୍ଚିମବଙ୍ଗ, ସିକିମ୍ ଓ ଝାଡଖଣ୍ଡ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଶେଷଥର ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକ ୨୦୧୮ ଅକ୍ଟୋବର ମାସରେ କୋଲକାତାରେ ଅନୁଷ୍ଠିତ ହୋଇଥିବା ବେଳେ ଗତବର୍ଷ ଅକ୍ଟୋବର ମାସରେ ଅକ୍ଟୋବର ମାସରେ ପୂର୍ବାଞ୍ଚଳ ଜୋନାଲ କାଉନସିଲର ଷ୍ଟାଣ୍ଡିଂ କମିଟି ବୈଠକ (ମୁଖ୍ୟସଚିବ ସ୍ତରୀୟ) ଅନୁଷ୍ଠିତ ହୋଇଥିଲା।

ତେବେ ରାଜ୍ୟ ଗୃହ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ୩୧ତାରିଖରେ ୨୪ତମ ପୂର୍ବାଞ୍ଚଳ ଜୋନାଲ କାଉନସିଲ୍ ବୈଠକ ଭୁବନେଶ୍ୱରରେ କରିବା ନିମନ୍ତେ ନିଷ୍ପତ୍ତି ହୋଇଛି। ଏହି ବୈଠକ ଲୋକସେବା ଭବନସ୍ଥିତ ନୂଆ କନଭେନସନ୍ ସେଣ୍ଟରରେ ହେବ। ଏହି ସମ୍ମିଳନୀରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହା ଓ ସଦସ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି। ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଓ ପ୍ରସ୍ତୁତି ମଧ୍ୟ ଶେଷ ହୋଇଛି।

ସୂଚନା ଅନୁସାରେ, ବୈଠକରେ ୨୦୨୧ ଜନଗଣନା କାର୍ଯ୍ୟକ୍ରମ ସମେତ ଏନପିଆର, ସିଏଏ ଓ ଏନଆରସି ପ୍ରସଙ୍ଗ ସ୍ଥାନ ପାଇବା ସହ ନକ୍ସଲ ସମସ୍ୟା ପ୍ରସଙ୍ଗ ମଧ୍ୟ ସାମିଲ ହେବ। ପ୍ରତ୍ୟେକ ପଞ୍ଚାୟତରେ ବ୍ୟାଙ୍କିଙ୍ଗ୍ ସୁବିଧା, ଡିବିଟି ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନାର ଅର୍ଥ ସିଧାସଳଖ ହିତାଧିକାରୀଙ୍କୁ ପ୍ରଦାନ, ପୋକସୋ ଓ ଏନଡିପିଏସ୍ ଆଇନ ଅନ୍ତର୍ଗତ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ଓ ସୁପରିଚାଳନା ଉପରେ ମଧ୍ୟ ବୈଠକରେ ଆଲୋଚନା ହେବାର ସମ୍ଭାବନା ରହିଛି।

ସୂଚନାଯୋଗ୍ୟ, କେନ୍ଦ୍ର ଗୃହମନ୍ତ୍ରୀ ହେବାପରେ ଅମିତ୍ ଶାହ ପ୍ରଥମଥର ପାଇଁ ଓଡ଼ିଶା ଗସ୍ତରେ ଆସୁଥିବାରୁ ରାଜନୀତିକ ଦୃଷ୍ଟିରୁ ମଧ୍ୟ ତାଙ୍କର ଗସ୍ତ ବେଶ୍ ଗୁରୁତ୍ୱ ବହନ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story