ବୁଥ୍‌ସ୍ତରୀୟ କର୍ମୀଙ୍କୁ ଗୁରୁମନ୍ତ୍ର ଦେବା ପାଇଁ ଓଡ଼ିଶା ଆସୁଛନ୍ତି ରାଜନାଥ

ଭଦ୍ରକ(ତପନ ସ୍ୱାଇଁ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ। ସେ ଭଦ୍ରକ ଉପକଣ୍ଠ ରାଣୀତାଲରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ବୁଥ୍‌ସ୍ତରୀୟ କର୍ମୀ ଓ କାର୍ଯ୍ୟକର୍ତ୍ତାଙ୍କୁ ସେ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି। ରାଜନାଥଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ଜିଲ୍ଲା ବିଜେପି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସମାବେଶରେ ଭଦ୍ରକ ବ୍ୟତୀତ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କର୍ମୀ ଯୋଗଦେବେ। […]

Rajnath

Rajnath

Manoranjan Sial
  • Published: Sunday, 17 February 2019
  • Updated: 17 February 2019, 08:21 AM IST

Sports

Latest News

ଭଦ୍ରକ(ତପନ ସ୍ୱାଇଁ): ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ। ସେ ଭଦ୍ରକ ଉପକଣ୍ଠ ରାଣୀତାଲରେ ଆୟୋଜିତ ଏକ ସାଧାରଣ ସଭାରେ ଯୋଗଦେବେ। ବୁଥ୍‌ସ୍ତରୀୟ କର୍ମୀ ଓ କାର୍ଯ୍ୟକର୍ତ୍ତାଙ୍କୁ ସେ ସମ୍ୱୋଧିତ କରିବାର କାର୍ଯ୍ୟକ୍ରମ ରହିଛି।

ରାଜନାଥଙ୍କ ଗସ୍ତକୁ ନେଇ ଚଳଚଞ୍ଚଳ ହୋଇ ଉଠିଛି ଭଦ୍ରକ ଜିଲ୍ଲା ବିଜେପି। ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବ୍ୟପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ସମାବେଶରେ ଭଦ୍ରକ ବ୍ୟତୀତ ବାଲେଶ୍ୱର, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କର୍ମୀ ଯୋଗଦେବେ। ଅତିକମ୍‌ରେ ୨୫ ହଜାର କର୍ମୀଙ୍କୁ ସଭାକୁ ଆଣିବା ଲାଗି ଜିଲ୍ଲା ବିଜେପି ବ୍ୟବସ୍ଥା କରିଛି। ଆଇନଶୃଙ୍ଖଳା ପାଇଁ ୨୫ ପ୍ଲାଟୁନ୍‌ ପୁଲିସ ଫୋର୍ସ ମୁତୟନ କରାଯାଇଛି।

କାର୍ଯ୍ୟସୂଚୀ ଅନୁସାରେ ରାଜନାଥ ପ୍ରଥମେ ବାସୁଦେବପୁର ଯିବେ। ସେ ଇରମ ସହିଦ ସ୍ତମ୍ଭରେ ମାଲ୍ୟାର୍ପଣ କରିବେ। ୧୧ରୁ ୧୨ଟା ଭିତରେ ମାଆ ଭଦ୍ରକାଳୀଙ୍କ ପୀଠରେ ପହଞ୍ଚିବେ। ମାଆଙ୍କୁ ପୂଜାର୍ଚ୍ଚନା କରିବା ପରେ ସେ ରାଣୀତାଲ୍‌ରେ ଆୟୋଜିତ ବୁଥ୍‌ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story