ଭାରରେ ବୋହି ନେଉଥିଲେ, ଅଟକାଇବାରୁ ଆକ୍ରମଣ କଲେ, ହୋମ୍‌ଗାର୍ଡ ଆହତ

ମାଲକାନଗିରି (ଜିତେନ୍ଦ୍ର ବେଉରା): ଗଞ୍ଜେଇ ଚାଲାଣକାରୀଙ୍କ ମାଡ଼ରେ ଜଣେ ହୋମଗାର୍ଡ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ମାଲକାନଗିରି ଜିଲ୍ଲାର ହୋଇଥିବା ବେଳେ ଆହତ ହୋମଗାର୍ଡଙ୍କ ନାଁ ବନବାସୀ ମହାରଣା। ଗତକାଲି ରାତିରେ କିଛି ଲୋକ ଚିତ୍ରକୋଣ୍ଡାରୁ ଭାରରେ ଗଞ୍ଜେଇ ନେଇ ଜଙ୍ଗଲ ରାସ୍ତାଦେଇ ଛତିଶଗଡ଼କୁ ଯାଉଥିବା ସଂପର୍କରେ ବାଲିମେଳା ପୁଲିସ୍ କୌଣସି ସୂତ୍ରରୁ ସୂଚନା ପାଇଥିଲା। ଏହାପରେ ବାଲିମେଳା ଓ ମାଥିଲି ମଧ୍ୟରେ ପୁଲିସ୍ ଜଗି ବସିଥିବା ବେଳେ ସେମାନଙ୍କ ସହିତ ମୁହାଁମୁହିଁ ହୋଇଥିଲା। ପୁଲିସ୍‌ର ସୂଚନା […]

61

61

Jitendra Garnayak
  • Published: Sunday, 06 September 2020
  • Updated: 06 September 2020, 08:29 AM IST

Sports

Latest News

ମାଲକାନଗିରି (ଜିତେନ୍ଦ୍ର ବେଉରା): ଗଞ୍ଜେଇ ଚାଲାଣକାରୀଙ୍କ ମାଡ଼ରେ ଜଣେ ହୋମଗାର୍ଡ ଗୁରୁତର ଆହତ ହୋଇଛନ୍ତି। ଘଟଣାଟି ମାଲକାନଗିରି ଜିଲ୍ଲାର ହୋଇଥିବା ବେଳେ ଆହତ ହୋମଗାର୍ଡଙ୍କ ନାଁ ବନବାସୀ ମହାରଣା।

ଗତକାଲି ରାତିରେ କିଛି ଲୋକ ଚିତ୍ରକୋଣ୍ଡାରୁ ଭାରରେ ଗଞ୍ଜେଇ ନେଇ ଜଙ୍ଗଲ ରାସ୍ତାଦେଇ ଛତିଶଗଡ଼କୁ ଯାଉଥିବା ସଂପର୍କରେ ବାଲିମେଳା ପୁଲିସ୍ କୌଣସି ସୂତ୍ରରୁ ସୂଚନା ପାଇଥିଲା। ଏହାପରେ ବାଲିମେଳା ଓ ମାଥିଲି ମଧ୍ୟରେ ପୁଲିସ୍ ଜଗି ବସିଥିବା ବେଳେ ସେମାନଙ୍କ ସହିତ ମୁହାଁମୁହିଁ ହୋଇଥିଲା। ପୁଲିସ୍‌ର ସୂଚନା ଅନୁସାରେ ୭୦ରୁ ଅଧିକ ଲୋକ ଭାରରେ ଗଞ୍ଜେଇ ବୋହି ନେଉଥିଲେ। ମୁହାଁମୁହିଁ ହୋଇଯିବା ପରେ ସେମାନେ ପୁଲିସ୍‌ ଉପରକୁ ଆକ୍ରମଣ କରିଥିଲେ। ଆଉ ଏଥିରେ ହୋମ୍‌ଗାର୍ଡ ବନବାସୀ ମହାରଣା ଆହତ ହୋଇଛନ୍ତି। ଅନ୍ୟପକ୍ଷରେ ରାତିର ଅନ୍ଧାରରେ ଭାରୁଆମାନେ ସେଠାରୁ ଫେରାର ହୋଇଯିବାରେ ସଫଳ ହୋଇଥିଲେ। ମାଥିଲିରେ ମାଲକାନଗିରି ଏସ୍‌ପି ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି।

ଗୁରୁତର ହୋମଗାର୍ଡ ବନବାସୀ ମହାରଣାଙ୍କୁ ମାଥିଲି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story