ମାଷ୍ଟରକ୍ୟାଣ୍ଟିନ ଛକରୁ ଘୁଞ୍ଚିବନି ଐତିହ୍ୟ ଘୋଡ଼ା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବହୁ ବିବାଦ ଓ ସମାଲୋଚନା ପରେ ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର।  ସ୍ଥାନାନ୍ତର ହେବନି ମାଷ୍ଟରକ୍ୟାଣ୍ଟିନ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। କଂଗ୍ରେସ ସହ ବହୁ ସଂଗଠନ ଘୋଡ଼ା ସ୍ଥାନାନ୍ତରକୁ ବିରୋଧ କରିବା ପରେ ମୁହଁ ଫିଟାଇଛନ୍ତି ବିଏମ୍‌ସି କମିଶନର। ବର୍ଷ ବର୍ଷ ଧରି ମାଷ୍ଟର କ୍ୟାଣ୍ଟିନର ଶୋଭା ବଢ଼ାଉଥିବା ଐହିତ୍ୟ ଘୋଡ଼ା ନିଜ ଜାଗାରୁ ଅନ୍ୟତ୍ର ସ୍ଥାନାନ୍ତର ହେବନି ବୋଲି ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଥିବା କହିଲେ ବିଏମ୍‌ସି […]

horse in master canteen

horse in master canteen

Niharika Rout
  • Published: Tuesday, 27 July 2021
  • Updated: 27 July 2021, 01:56 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର):  ବହୁ ବିବାଦ ଓ ସମାଲୋଚନା ପରେ ନିଜ ନିଷ୍ପତ୍ତିରୁ ଓହରିଲେ ରାଜ୍ୟ ସରକାର।  ସ୍ଥାନାନ୍ତର ହେବନି ମାଷ୍ଟରକ୍ୟାଣ୍ଟିନ ଛକରେ ଶୋଭା ପାଉଥିବା ସ୍ଥାପତ୍ୟ ଘୋଡ଼ା। କଂଗ୍ରେସ ସହ ବହୁ ସଂଗଠନ ଘୋଡ଼ା ସ୍ଥାନାନ୍ତରକୁ ବିରୋଧ କରିବା ପରେ ମୁହଁ ଫିଟାଇଛନ୍ତି ବିଏମ୍‌ସି କମିଶନର। ବର୍ଷ ବର୍ଷ ଧରି ମାଷ୍ଟର କ୍ୟାଣ୍ଟିନର ଶୋଭା ବଢ଼ାଉଥିବା ଐହିତ୍ୟ ଘୋଡ଼ା ନିଜ ଜାଗାରୁ ଅନ୍ୟତ୍ର ସ୍ଥାନାନ୍ତର ହେବନି ବୋଲି ସରକାରୀ ସ୍ତରରେ ନିଷ୍ପତ୍ତି ନିଆଯାଇଥିବା କହିଲେ ବିଏମ୍‌ସି କମିଶନର।

ସୂଚନାଯୋଗ୍ୟ,  ମାଷ୍ଟରକ୍ୟାଣ୍ଟିନ ଛକ ଦେଇ ମଲ୍ଟି ମୋଡାଲ ହବ୍ ନିର୍ମାଣ ସହ ସ୍ମାର୍ଟ ଜନପଥର ବିକାଶ ପାଇଁ ବିଏମ୍‌ସି ପ୍ରସ୍ତୁତ କରିଥିଲା ଯୋଜନା । ଏଥିନିମନ୍ତେ ଭୁବନେଶ୍ୱର ମାଷ୍ଟର କ୍ୟାଣ୍ଟିନ ଛକରେ ଥିବା ଘୋଡା ଏବଂ ଯୋଦ୍ଧା ମୂର୍ତ୍ତି ରାଜଭବନ ସାମନାକୁ ଘୁଞ୍ଚାଇବାକୁ ସ୍ଥିର ହୋଇଥିଲା।  ଏପରିକି ବର୍ଷ ବର୍ଷ ଧରି ଏହି ଛକର ଶୋଭା ବଢାଉଥିବା ଏହି ସ୍ଥାପତ୍ୟକୁ ସ୍ଥାନାନ୍ତର କରିବାକୁ ହେଉଥିଲା ଯୋଜନା   ।

ଏହାସହ ମାଷ୍ଟରକ୍ୟାଣ୍ଟିନ ଦେଇ ଫ୍ଲାଏଓଭର ନିର୍ମାଣ ହେଲେ ଏହି ଛକରେ ଥିବା ଘୋଡ଼ା ଏବଂ ଯୋଦ୍ଧା ମୂର୍ତ୍ତି ଠିକରେ ଦେଖାଯିବ ନାହିଁ।  ସେଥିପାଇଁ ମାଷ୍ଟରକ୍ୟାଣ୍ଟିନରୁ ଏହି ମୂର୍ତ୍ତିକୁ ସ୍ଥାନାନ୍ତର କରିବା ଜରୁରୀ ଥିଲା ବୋଲି କହିଥିଲେ ସଂସ୍କୃତି ବିଭାଗ ନିର୍ଦ୍ଦେଶକ। ଗତ ୮ ତାରିଖରେ ସଂସ୍କୃତି ବିଭାଗ ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିଲା।

ଏହି ଘୋଡା ଏବଂ ଯୋଦ୍ଧା ମୂର୍ତ୍ତିର ସ୍ଥାନାନ୍ତର ପ୍ରକ୍ରିୟା ଏକ ମାସ ମଧ୍ୟରେ ସରିବ । ରାଜଭବନର ଗୋଲେଇ ଛକରେ ଏହି ଘୋଡ଼ା ଏବଂ ଯୋଦ୍ଧା ମୂର୍ତ୍ତିକୁ ସ୍ଥାପନ କରାଯିବ ବୋଲି କୁହାଯାଇଥିଲା।

ମାଷ୍ଟର କ୍ୟାଣ୍ଟିନ ଛକରେ ଏହି ମୂର୍ତ୍ତିକୁ ୧୯୮୮ ମସିହାରେ ସ୍ଥାପନ କରାଯାଇଥିଲା ।  ସ୍ଥପତି ପଦ୍ମବିଭୂଷଣ ରଘୁନାଥ ମହାପାତ୍ର ଏହି ମୂର୍ତ୍ତି ନିର୍ଣାଣ କରିଥିଲେ ।  ସେପଟେ ମାଷ୍ଟରକ୍ୟାଣ୍ଟିନରେ ଏହି ଘୋଡା ଓ ଯୋଦ୍ଧା ମୂର୍ତ୍ତିର ସ୍ଥାନାନ୍ତରକୁ ରାଜ୍ୟ ବିଜେପି ଓ କଂଗ୍ରେସ ପକ୍ଷରୁ ତୀବ୍ର ବିରୋଧ କରାଯାଇଥିଲା।  ମୂର୍ତ୍ତିର ସ୍ଥାନାନ୍ତରକୁ ବିରୋଧ ଜଣାଇ ପ୍ରତିବାଦ କରିଥିଲେ ବିଜେପି କର୍ମୀ । ମୂର୍ତ୍ତି ସ୍ଥାନାନ୍ତର ବନ୍ଦ ନହେଲେ ଆଗକୁ ଜୋରଦାର ଆନ୍ଦୋଳନ କରିବାକୁ  ବିଜେପି ଓ କଂଗ୍ରେସ ଚେତାବନୀ ଦେଇଥିଲେ। ଶେଷରେ ନିଜ ନିଷ୍ପତ୍ତିରୁ ଓହରିଛନ୍ତି ରାଜ୍ୟ ସରକାର।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story