କେବେଠୁ କମିବ ଗୁଳୁଗୁଳି? ପାଣିପାଗ କେନ୍ଦ୍ର ଦେଲା ଏମିତି ଉତ୍ତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୩୫ ଓ ୩୬ ଡିଗ୍ରୀ ଉପରେ ରହୁଛି। ଏନେଇ ଗୁଳିଗୁଳି ହେବା ସହ ଗରମ ମଧ୍ୟ ହେଉଛି। ଆର୍ଦ୍ରତା ଓ ଜଳୀୟ ବାଷ୍ପ ଅଭାବରୁ ରାଜ୍ୟରେ ବଢ଼ିଥିବା ତାପମାତ୍ରା ଓ ଗୁଳୁଗୁଳିର ପ୍ରଭାବ ଆସନ୍ତା ୮ ତାରିଖ ଯାଏଁ ଲାଗି ରହିବ। ଏହା ପରେ ପାରଦ ୩୦ ଡିଗ୍ରୀ ତଳକୁ ଖସିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହି ସମୟରେ ଦକ୍ଷିଣ ବଙ୍ଗୋପ […]

climate

climate

Jitendra Garnayak
  • Published: Saturday, 06 October 2018
  • Updated: 06 October 2018, 09:51 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଗତ କିଛି ଦିନ ହେବ ରାଜ୍ୟରେ ତାପମାତ୍ରା ୩୫ ଓ ୩୬ ଡିଗ୍ରୀ ଉପରେ ରହୁଛି। ଏନେଇ ଗୁଳିଗୁଳି ହେବା ସହ ଗରମ ମଧ୍ୟ ହେଉଛି।

ଆର୍ଦ୍ରତା ଓ ଜଳୀୟ ବାଷ୍ପ ଅଭାବରୁ ରାଜ୍ୟରେ ବଢ଼ିଥିବା ତାପମାତ୍ରା ଓ ଗୁଳୁଗୁଳିର ପ୍ରଭାବ ଆସନ୍ତା ୮ ତାରିଖ ଯାଏଁ ଲାଗି ରହିବ। ଏହା ପରେ ପାରଦ ୩୦ ଡିଗ୍ରୀ ତଳକୁ ଖସିବ ବୋଲି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ଏହି ସମୟରେ ଦକ୍ଷିଣ ବଙ୍ଗୋପ ସାଗରରେ ଏକ ଲଘୁଚାପ ସୃଷ୍ଟ ହେବାର ସମ୍ଭାବନା ବି ରହିଛି। ଏହାର ପ୍ରଭାବରେ ତାପମାତ୍ରା କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story