ଜଳିଗଲା ୧୦ ବଖରା ଘର

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ଖମାର ଥାନା ଅନ୍ତର୍ଗତ ରଜଡଂଗ ଗାଁରେ ଗତକାଲି ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୧୦ ବଖରା ଘର ପୋଡ଼ି ଭସ୍ମୀଭୂତ ହୋଇଯାଇଛି। ତେବେ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ, ବ୍ଲକ୍ ଅଧ୍ୟକ୍ଷ ନବକିଶୋର ନାୟକ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଥିଲେ। ଏହାସହ […]

fire0088

fire0088

Tapaswini Nayak
  • Published: Monday, 30 March 2020
  • Updated: 30 March 2020, 08:44 AM IST

Sports

Latest News

ପାଲଲହଡ଼ା (ରବି ନାରାୟଣ ପ୍ରଧାନ): ଅନୁଗୋଳ ଜିଲ୍ଲା ପାଲଲହଡ଼ା ବ୍ଲକ୍ ଖମାର ଥାନା ଅନ୍ତର୍ଗତ ରଜଡଂଗ ଗାଁରେ ଗତକାଲି ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୧୦ ବଖରା ଘର ପୋଡ଼ି ଭସ୍ମୀଭୂତ ହୋଇଯାଇଛି। ତେବେ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଜଣାପଡ଼ିଛି। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ପାଲଲହଡ଼ା ବିଧାୟକ ମୁକେଶ କୁମାର ପାଲ, ବ୍ଲକ୍ ଅଧ୍ୟକ୍ଷ ନବକିଶୋର ନାୟକ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି କ୍ଷୟକ୍ଷତିର ଆକଳନ କରିଥିଲେ। ଏହାସହ ବିପନ୍ନ ପରିବାରକୁ ସରକାରୀ ସହାୟତା ଦେବାକୁ ବିଧାୟକ ନିର୍ଦ୍ଦେଶ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos