‘ଘର ତ ନାହିଁ କ’ଣ କରିବୁ ? ତେଣୁ ବାହାରେ ବସି ପାଠ ପଢ଼ୁଛୁ। ପାଠ ପଢ଼ିବାରେ ବହୁତ ଅସୁବିଧା ହେଉଛି। ସରକାରଙ୍କୁ ଅନୁରୋଧ ଯଦି ଶ୍ରେଣୀ ଗୃହ ନିର୍ମାଣ କରି ଦିଅନ୍ତେ ତେବେ ଆମେ ସୁରୁଖୁରୁରେ ପାଠ ପଢ଼ିପାରିବୁ।’ ଦୁଃଖର ସହ ସରକାରଙ୍କୁ ଏହି ଗୁହାରୀ ଜଣାଇଛନ୍ତି ନୟାଗଡ଼ ଜିଲ୍ଲା ଦଶପଲ୍ଲା ବ୍ଲକ ଅନ୍ତର୍ଗତ ଘୁଗୁଡ଼ିପଡ଼ା ପଞ୍ଚାୟତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ। ଏହି ସ୍କୁଲରେ ପ୍ରଥମ ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରାୟ ୧୬୭ ଜଣ ଛାତ୍ରଛାତ୍ରୀ ପାଠ ପଢୁଛନ୍ତି। ତେବେ ବିଦ୍ୟାଳୟରେ ମାତ୍ର ୩ଟି ଶ୍ରେଣୀ ଗୃହ ଥିବାରୁ ସମସ୍ତ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ବସିବା ପାଇଁ ଏହା ପର୍ଯ୍ୟାପ୍ତ ହେଉନି। ତେଣୁ ଅଧିକାଂଶ ଶ୍ରେଣୀର ପାଠପଢ଼ା ବାରଣ୍ଡାରେ ଚାଲୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।