କାଳିଆ ଯୋଜନାରେ କେତେ ଲୋକ ଅଯୋଗ୍ୟ, ମନ୍ତ୍ରୀ ଦେଲେ ଉତ୍ତର

ଭୁବନେଶ୍ୱର(ଭୁବନେଶ୍ୱର) କାଳିଆ ଯୋଜନାରେ ଅଯୋଗ୍ୟଙ୍କ ସଂଖ୍ୟା ଲକ୍ଷେ ଟପିଛି । ଆଜି ବିଧାସନଭାରେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ।  କାଳିଆରେ ମୋଟ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଥିବା ମନ୍ତ୍ରୀ ଉତ୍ତର ରଖିଛନ୍ତି। ସେପଟେ ବିଧାୟକ ପ୍ରଫୁଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି କୃଷି ମନ୍ତ୍ରୀ କହିଛନ୍ତି କାଳିଆରେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ […]

arun sahoo

arun sahoo

Tapas Behera
  • Published: Wednesday, 24 February 2021
  • Updated: 24 February 2021, 04:45 PM IST

ଭୁବନେଶ୍ୱର(ଭୁବନେଶ୍ୱର) କାଳିଆ ଯୋଜନାରେ ଅଯୋଗ୍ୟଙ୍କ ସଂଖ୍ୟା ଲକ୍ଷେ ଟପିଛି । ଆଜି ବିଧାସନଭାରେ ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଏହି ଉତ୍ତର ରଖିଛନ୍ତି କୃଷି ମନ୍ତ୍ରୀ ଅରୁଣ ସାହୁ।  କାଳିଆରେ ମୋଟ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଥିବା ମନ୍ତ୍ରୀ ଉତ୍ତର ରଖିଛନ୍ତି। ସେପଟେ ବିଧାୟକ ପ୍ରଫୁଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି କୃଷି ମନ୍ତ୍ରୀ କହିଛନ୍ତି କାଳିଆରେ ୫୬ ଲକ୍ଷ ୧୪ ହଜାର ୭୦୭ ଯୋଗ୍ୟ ହିତାଧିକାରୀ ଚିହ୍ନଟ ହୋଇଛନ୍ତି ।

ସେପଟେ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପ୍ରଶ୍ନର ଉତ୍ତର ରଖି ଏହି ଯୋଜନାରେ ବର୍ତ୍ତମାନ ସୁଦ୍ଧା ୩୬ ଲକ୍ଷ ୫୦ ହଜାର ୮୭୩ ଜଣ କ୍ଷୁଦ୍ର ଓ ନାମମାତ୍ର ଚାଷୀ ଏବଂ ୧୭ ଲକ୍ଷ ୪ ହଜାର ୭୩୩ ଜଣ ଭୂମିହୀନ କୃଷକ ପରିବାର ଉପକୃତ ହୋଇଥିବା କୃଷି ମନ୍ତ୍ରୀ କହିଛନ୍ତି । ତେବେ ଯେଉଁମାନେ ଏଯାଏଁ ଯୋଜନାରେ ଅନ୍ତର୍ଭୁକ୍ତ ହୋଇପାରି ନାହାନ୍ତି, ସେମାନେ କାଳିଆ ୱେବ୍ ପୋର୍ଟାଲରେ ଆବଶ୍ୟକ ଡକ୍ୟୁମେଣ୍ଟ୍ ସହ ଅନଲାଇନ୍ ଆବେଦନ କରିପାରିବେ। ସେହିଭଳି ବଳିଆ ଯୋଜନା ପାଇଁ ଯୋଗ୍ୟ ବିବେଚିତ ଚାଷୀଙ୍କ ତାଲିକା ପ୍ରସ୍ତୁତି ପ୍ରକ୍ରିୟା ଚାଲିଥିବା କୃଷି ମନ୍ତ୍ରୀ କହିଛନ୍ତି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story