ଆଜି ଯିଏ ଗାଦିରେ ବସିଛି କାଲି ସିଏ କୋଟିପତି। କିନ୍ତୁ ଏମିତି ଦମ୍ପତ୍ତି ଅଛନ୍ତି ଦୀର୍ଘ ୨୧ ବର୍ଷର ରାଜନୀତି ମଧ୍ୟରେ ବି ଘର ଖଣ୍ଡେ କରିପାରିଲେ ନାହିଁ। ହୁଏତ ଆପଣ ଭାବୁଥିବେ ଏତେ ବର୍ଷର ରାଜନୀତି ଭିତରେ ସେ କରୁଥିଲେ କଣ? ତେବେ ଆସନ୍ତୁ ସେ ଦମ୍ପତ୍ତିଙ୍କ ୨୧ ବର୍ଷ ରାଜନୀତିର ପୃଷ୍ଠା ଲେଉଟାଇବା। ଏ ହେଉଛନ୍ତି ନବରଙ୍ଗପୁର ବ୍ଲକ ସାନମସି ଗାଁ ପଞ୍ଚାୟତର ସରପଞ୍ଚ ପୁଷ୍ପଲତା ମାଝୀ। ଯିଏକି ୨୦୦୨ ମସିହା ପଞ୍ଚାୟତ ନିର୍ବାଚନରେ ସରପଞ୍ଚ ଭାବରେ ଠିଆ ହୋଇ ବିଜୟୀ ହୋଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।
Crime
ଅଙ୍ଗାରଖ ଗାଁରେ ସଶସ୍ତ୍ର ଡକାୟତି ଘଟଣାରେ ୭ ଗିରଫ
ଗୋଟିଏ ଦେଶୀ ବନ୍ଧୁକ ଓ ନଗଦ ୪୬ ହଜାର ଟଙ୍କା ସହିତ ସେମାନଙ୍କଠାରୁ ଅନ୍ୟାନ୍ୟ ଜିନିଷ ଜବତ କରାଯାଇଛି।