ଗୋପାଳର ମାନସିକ ଅବସ୍ଥା ଠିକ ଅଛି କି ନାହିଁ ? ଏ ନେଇ ମାନସିକ ରୋଗ ବିଶେଷଜ୍ଞମାନେ ଅନୁଧ୍ୟାନ କରୁଛନ୍ତି। ଗୋପାଳର ମାନସିକତା ଅବସ୍ଥା ଠିକ ନଥିବାରୁ ଏତେ ବଡ଼ କାଣ୍ଡ ଘଟାଇଲେ କି ? ବାଇପୋଲାର ଡିଜଅର୍ଡର ଭଳି ରୋଗର ଶିକାର ହୋଇଥିବା ଲୋକ, ଏତେ ବଡ଼ ଘଟଣା ଘଟାଇ ପାରିବେ କି ? ମାନସିକ ରୋଗର ଦ୍ବାହି ଦେଇ, ଗୋପାଳ ଖସିଯିବାକୁ ଉଦ୍ୟମ କରୁନାହାନ୍ତି ତ ? ଯଦି ସେ ମିଛ କହୁଛନ୍ତି, ତାଙ୍କର ମିଛକୁ କେମିତି ଧରିବେ ଡାକ୍ତରୀ ଟିମ୍ ? ସେ ସଂପର୍କରେ ଆମ ସହ ଅଧିକ ଆଲୋଚନା କରିଛନ୍ତି ମାନସିକ ରୋଗ ବିଶେଷଜ୍ଞ ଡାକ୍ତର ସମ୍ରାଟ କର।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
କାହା ଅନୁମତିରେ ଘର ଉପରେ ଲାଗିଛି ଭିଏଚ୍ଏଫ୍?
ସମୁଦ୍ର କୂଳିଆ ଏହି ଦୁଇ ବ୍ଲକର ଅନେକଙ୍କ ଘର ଛାତରେ ଖଞ୍ଜାଯାଇଛି VHF। ଯାହାଦ୍ୱାରା ଅନୁପ୍ରବେଶକାରୀ ଓ ଅପରାଧିକ କାର୍ଯ୍ୟକଳାପ ଉପରେ ନଜର ରଖାଯାଇଥାଏ। ଏହାକୁ ବିଶେଷତଃ ସାମୁଦ୍ରିକ ପୁଲିସ ଓ ତଟରକ୍ଷୀ ବାହିନୀ ବ୍ୟବହାର କରିଥାନ୍ତି।
Politics
ବିଷ୍ଣୁପଦଙ୍କ ହାତ ଛାଡ଼ିଦେଲେ ସରକାର! ଏବେ ସିବିଆଇ ଆକ୍ସନ ଉପରେ ନଜର
ବିଷ୍ଣୁପଦଙ୍କ ହାତରେ ଥିବା ତିନୋଟି ଗୁରୁତ୍ୱପୂର୍ଣ୍ଣ ବିଭାଗ କାଢ଼ିନେଇଛନ୍ତି ସରକାର। ତାଙ୍କ ବିରୋଧରେ ଆଉ କିଛି କାର୍ଯ୍ୟାନୁଷ୍ଠାନ ନେବେ କି? ଆରମ୍ଭ ହେବ କି ବିଭାଗୀୟ ପ୍ରୋସିଡିଂ?
Politics
ଶ୍ୱଶୁରଙ୍କ ଋଣ ଶୁଝୁଛନ୍ତି, ଦିଲ୍ଲୀରେ ବାଂଟିଲେ ଚିଲିକା ଚିଙ୍ଗୁଡ଼ି
ଆଇପିଏସ୍ ଶ୍ୱଶୁରଙ୍କ କେନ୍ଦ୍ରରେ ନିଯୁକ୍ତି ଖୁସିରେ ଦିଲ୍ଲୀ ଦରବାରରେ କୁଆଡ଼େ ଚିଲିକା ଚିଙ୍ଗୁଡ଼ି ବାଣ୍ଟିଛନ୍ତି। ଦିଲ୍ଲୀରେ କିଛି ବିଜେପି ନେତାଙ୍କ ଘରେ ବି ଏହି ଚିଙ୍ଗୁଡ଼ି ବଂଟାଯାଇଥିବା ଚର୍ଚ୍ଚା ହେଉଛି।
Crime
ରେଲୱେରେ ଜାଲ୍ ନିଯୁକ୍ତିପତ୍ର ଦେଲେ, ଜାଲ୍ ଟ୍ରେନିଂ ଦେଲେ...
ରେଳବାଇରେ ଚାକିରି କରାଇ ଦେବାକୁ କହି ମାଆ-ପୁଅଙ୍କ ଗ୍ୟାଙ୍ଗ୍ ଠକି ନେଇଛନ୍ତି ଲକ୍ଷ ଲକ୍ଷ ଟଙ୍କା। ଅଭିଯୁକ୍ତ ପୁଅ ବନ୍ଧା ହୋଇଥିବାବେଳେ ମାଆ ଫେରାର୍।
Crime
ରେଭେନ୍ସା ବିଶ୍ୱବିଦ୍ୟାଳୟ ପ୍ରଫେସରଙ୍କ ବିରୋଧରେ ଏତଲା ଦେଲେ ଜିଲ୍ଲାପାଳ
୨୦୧୯ ମସିହାରେ ନିର୍ବାଚନ ସମୟରେ ରେଭେନ୍ସା ବିଶ୍ଵବିଦ୍ୟାଳୟର ଓଡ଼ିଆ ବିଭାଗର ଆସିଷ୍ଟାଣ୍ଟ ପ୍ରଫେସର ବିଜୟ ଲକ୍ଷ୍ମୀ ଦାଶ ଛୁଟି ପାଇଁ ଆବେଦନ କରିଥିଲେ।