ରାଉରକେଲା (ପବନ ତିୱାରୀ):ରାଉରକେଲା ଷ୍ଟେସନରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ୨ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ଧରି ଅଟକି ରହିଛି ଅଟକି ରହିଛି ହାଓ୍ୱଡ଼ା-ଅହମ୍ମଦାବାଦ ସୁପରଫାଷ୍ଟ ଏକ୍ସପ୍ରେସ୍। ଏହି ଟ୍ରେନ୍ର S-4 ବଗିରେ କିଛି ତ୍ରୁଟି ଥିବା ଜଣାଯାଇଛି।
ଟ୍ରେନର୍ ଷ୍ଟିଫ୍ ପିନ୍ ଭାଙ୍ଗିଯାଇଥିବା ସୂଚନା ମିଳିଛି। ଆଜି ଏହି ଟ୍ରେନ୍ଟି ସକାଳ ୬ଟା ୩୦ ମିନିଟରେ ରାଉରକେଲା ଷ୍ଟେସନରେ ପହଞ୍ଚିଥିଲା। ହେଲେ ଷ୍ଟେସନରେ ଯାଞ୍ଚ ବେଳେ ଏସ-୪ ବଗିରେ ତ୍ରୁଟି ଥିବା ଜଣାପଡ଼ିଥିଲା।
ଟ୍ରେନ୍କୁ ଷ୍ଟେସନରେ ଅଟକାଇ ମରାମତି କାମ ଚାଲିଛି। ଘଟଣାସ୍ଥଳରେ ଉଚ୍ଚ ପଦସ୍ଥ ଅଧିକାରୀ ପହଞ୍ଚି ତଦାରଖ କରୁଛନ୍ତି। ତେବେ ଅନେକ ସମୟ ହେଲା ଟ୍ରେନ୍ ଅଟକି ରହିଥିବାରୁ ଯାତ୍ରୀ ହନ୍ତସନ୍ତ ହୋଇଛନ୍ତି। ଏଣେ ଏ ତ୍ରୁଟି ପରେ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ବହୁ ସଂଖ୍ୟାରେ ଟ୍ରେନ୍ ଯାତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଗୁପ୍ତେଶ୍ୱର ଯାଉଥିବା ବେଳେ ଓଲଟିଲା ବସ୍: ୨ ମୃତ, ୨୮ ଆହତ
ନିଆଳି ଅଞ୍ଚଳର କେତୋଟି ପରିବାର ଏକ ବସ୍ ଭଡ଼ା କରି ରାଜ୍ୟ ବିଭିନ୍ନ ମନ୍ଦିର ଦର୍ଶନରେ ଯାଇଥିଲେ।
Miscellaneous
ରାଜ୍ୟରେ ଗଠନ ହେବ ଅଧିକ ନୂଆ ବ୍ଲକ୍: ରାଜସ୍ୱ ମନ୍ତ୍ରୀ
ରାଜ୍ୟରେ ଶେଷଥର ପାଇଁ ୧୯୮୪ ମସିହାରେ ବ୍ଲକ ପୁନର୍ଗଠନ ହୋଇଥିଲା। ଏବେ ଲୋକସଂଖ୍ୟା ବୃଦ୍ଧି ଓ ପ୍ରଶାସନକୁ ନିକଟତର କରାଇବା ପାଇଁ ଅଧିକ ବ୍ଲକର ଆବଶ୍ୟକତା ରହିଛି ବୋଲି କହିଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ।
Politics
ଫସଲ କ୍ଷତି: ଆସନ୍ତାକାଲି ଜିଲ୍ଲା ବୁଲିବେ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ, ୩୦ରେ ଯିବେ ନବୀନ
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଏକ ଉଚ୍ଚସ୍ତରୀୟ ବୈଠକରେ ଅଦିନିଆ ବର୍ଷାଜନିତ ଫସଲ କ୍ଷୟକ୍ଷତି ସ୍ଥିତିର ସମୀକ୍ଷା କରିବା ପରେ ଆସନ୍ତାକାଲି ଜିଲ୍ଲା ଗସ୍ତରେ ଯିବା ପାଇଁ ନିଷ୍ପତ୍ତି ନେଇଛନ୍ତି।
Miscellaneous
କୋଟିଏ ହେଲା ବିଶ୍ୱ ପ୍ରସିଦ୍ଧ ଧନୁଯାତ୍ରା ଅନୁଦାନ ରାଶି
ଧନୁଯାତ୍ରାରେ ଅଂଶ ଗ୍ରହଣ କରିଥିବା ୧୭୦ କଳାକାରଙ୍କୁ ୧୦ ହଜାର ଟଙ୍କା ଲେଖାଏଁ ସମ୍ମାନ ରାଶି ପ୍ରଦାନ କରାଯିବ। ଧନୁଯାତ୍ରାକୁ UNESCO ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ବିଶେଷଜ୍ଞ କମିଟି ଗଠନ କରାଯିବ।