ଯୁକ୍ତ ଦୁଇ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଆସନ୍ତା ୬ ତାରିଖରୁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ ବୋଲି DHSE (ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନାମଲେଖା ଆବେଦନ ପାଇଁ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଫିସ୍ ଧାର୍ଯ୍ୟ କରାଯାଇଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ତିନି ଶହ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଦୁଇ ଶହ […]

hse

hse

Jitendra Garnayak
  • Published: Saturday, 01 June 2019
  • Updated: 01 June 2019, 01:04 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଯୁକ୍ତ ଦୁଇରେ ନାମଲେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ଆସନ୍ତା ୬ ତାରିଖରୁ ଛାତ୍ରଛାତ୍ରୀମାନେ ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ ବୋଲି DHSE (ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ନାମଲେଖା ଆବେଦନ ପାଇଁ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଫିସ୍ ଧାର୍ଯ୍ୟ କରାଯାଇଛି। ସାଧାରଣ ବର୍ଗ ଛାତ୍ରଛାତ୍ରୀଙ୍କ ପାଇଁ ତିନି ଶହ ଟଙ୍କା ଧାର୍ଯ୍ୟ କରାଯାଇଥିବା ବେଳେ ସଂରକ୍ଷିତ ବର୍ଗର ଛାତ୍ରଛାତ୍ରୀଙ୍କ ପାଇଁ ଦୁଇ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି।

ଛାତ୍ରଛାତ୍ରୀମାନେ ଉଭୟ ଅନ୍‌ଲାଇନ୍‌ ଓ ଅଫ୍‌ଲାଇନ୍‌ରେ ଆବେଦନ କରିପାରିବେ। ଅନ୍‌ଲାଇନ୍ ଆବେଦନ ପାଇଁ ଛାତ୍ରଛାତ୍ରୀଙ୍କୁ
www.samsodisha.gov.in ୱେବସାଇଟ୍‌କୁ ଯିବାକୁ ପଡ଼ିବ। ଅନ୍‌ଲାଇନ୍‌ ଆବେଦନର ଶେଷ ତାରିଖ ହେଉଛି ଜୁନ୍ ୨୦।

ଜୁନ୍ ୨୧ ହେଉଛି ଅଫ୍‌ଲାଇନ୍ ଜରିଆରେ ଆବେଦନ କରିବାର ଶେଷ ତାରିଖ।

notificationଜୁନ୍‌ରେ ୨୬ତାରିଖରେ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ୍ ପ୍ରକାଶ ପାଇବ। ଜୁନ୍ ୨୮ରୁ ଜୁଲାଇ ୨ ତାରିଖ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ହେବ। ଜୁଲାଇ ୮ରେ ପ୍ରକାଶ ପାଇବ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍ ଲିଷ୍ଟ୍‌। ଏହି ତାଲିକାରେ ସ୍ଥାନ ପାଇଥିବା ଛାତ୍ରଛାତ୍ରୀ ଜୁଲାଇ ୯ରୁ ୧୧ ପର୍ଯ୍ୟନ୍ତ ନାମ ଲେଖାଇପାରିବେ।

notification1

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story