କଟକ ସହରରୁ ୧୦ ଆକ୍ରାନ୍ତ ଚିହ୍ନଟ

କଟକ(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଚିହ୍ନଟ ୫୭୦ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪୬ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ କଟକ ସହରରୁ କେବଳ ୧୦ ଜଣ ଅଛନ୍ତି। ଏହି ୧୦ ଜଣଙ୍କ ମଧ୍ୟରୁ ୪ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଗୋଟିଏ ଲୋକାଲ କଣ୍ଟାକ୍ଟ କେସ୍ ରହିଛି।  #COVID19 update in Cuttack city (CMC area) Out of the […]

corona-10

corona-10

Niharika Rout
  • Published: Saturday, 11 July 2020
  • Updated: 11 July 2020, 01:51 PM IST

କଟକ(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଚିହ୍ନଟ ୫୭୦ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪୬ ଜଣ ଅଛନ୍ତି। ସେମାନଙ୍କ ମଧ୍ୟରୁ କଟକ ସହରରୁ କେବଳ ୧୦ ଜଣ ଅଛନ୍ତି। ଏହି ୧୦ ଜଣଙ୍କ ମଧ୍ୟରୁ ୪ ଜଣ ସରକାରୀ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବା ବେଳେ ୫ ଜଣ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଚିହ୍ନଟ ହୋଇଛନ୍ତି। ଏହାବ୍ୟତୀତ ଗୋଟିଏ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। 

କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ସୁସ୍ଥ ହୋଇ ସାରିଲେଣି। ୨୦୫ଜଣ ଚିକିତ୍ସାଧୀନ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି।

ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୭,୯୭୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୪୪୭୫ ଜଣ ଚିକିତ୍ସାଧୀନ ଅଛନ୍ତି। ଏଯାବତ ରାଜ୍ୟରେ କରୋନା ଯୋଗୁ ୬୧ ଜଣ ଆଖି ବୁଜି ସାରିଲେଣି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story