ବିଜେପିରେ ସାମିଲ ହେଲେ ଶତାଧିକ କଂଗ୍ରେସ କର୍ମୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାରଙ୍ଗ ବ୍ଲକର ଶତାଧିକ କଂଗ୍ରେସ କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏହି ନେତାମାନେ ବିଧିବଦ୍ଧ ଭାବେ କଂଗ୍ରେସ ଛାଡ଼ି ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ବାରଙ୍ଗ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଗୁରୁଚରଣ ସ୍ୱାଇଁଙ୍କ ସମେତ କୁରାଙ୍ଗ ଶାସନର ପୂର୍ବତନ ସରପଂଚ ଦିଲୀପ କୁମାର ପାତ୍ର, ବିଚିତ୍ରାନନ୍ଦ ପ୍ରଧାନ, ଅଶୋକ ଚକ୍ରବର୍ତ୍ତୀ, ମୁରଲୀଧର ନାୟକ ଓ ଶତାଧିକ କଂଗ୍ରେସ କର୍ମୀଙ୍କୁ […]

samir-mohanty

samir-mohanty

Manoranjan Sial
  • Published: Tuesday, 16 June 2020
  • Updated: 16 June 2020, 08:51 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାରଙ୍ଗ ବ୍ଲକର ଶତାଧିକ କଂଗ୍ରେସ କର୍ମୀ ଆଜି ବିଧିବଦ୍ଧ ଭାବେ ବିଜେପିରେ ସାମିଲ ହୋଇଛନ୍ତି। ବିଜେପି କାର୍ଯ୍ୟାଳୟରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏହି ନେତାମାନେ ବିଧିବଦ୍ଧ ଭାବେ କଂଗ୍ରେସ ଛାଡ଼ି ବିଜେପିର ସଦସ୍ୟତା ଗ୍ରହଣ କରିଛନ୍ତି। ବାରଙ୍ଗ ବ୍ଲକର ପୂର୍ବତନ ଉପାଧ୍ୟକ୍ଷ ଗୁରୁଚରଣ ସ୍ୱାଇଁଙ୍କ ସମେତ କୁରାଙ୍ଗ ଶାସନର ପୂର୍ବତନ ସରପଂଚ ଦିଲୀପ କୁମାର ପାତ୍ର, ବିଚିତ୍ରାନନ୍ଦ ପ୍ରଧାନ, ଅଶୋକ ଚକ୍ରବର୍ତ୍ତୀ, ମୁରଲୀଧର ନାୟକ ଓ ଶତାଧିକ କଂଗ୍ରେସ କର୍ମୀଙ୍କୁ ରାଜ୍ୟ ସଭାପତି ଶ୍ରୀ ମହାନ୍ତି ଦଳୀୟ ଉତରୀୟ ଏବଂ ଟୋପି ପିନ୍ଧାଇ ବିଧିବଦ୍ଧ ଭାବେ ଦଳରେ ସାମିଲ କରାଇଥିଲେ। ଏହି ମିଶ୍ରଣ ଦ୍ୱାରା ଦଳୀୟ ସଂଗଠନ ଅଧିକ ସୁଦୃଢ଼ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି।

ବିଜେପିରେ ସାମିଲ ହେବାପରେ ଏହି ନେତାମାନେ କହିଛନ୍ତି ଯେ, କଂଗ୍ରେସର ଅନୀତି ଓ ଭଷ୍ଟ୍ରାଚାରରେ ଅସହ୍ୟ ହୋଇପଡ଼ିଛି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଦଳର ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ନୀତି ଆଦଶରେ ଆକୃଷ୍ଟ ହୋଇ ସେମାନେ ବିଜେପିରେ ସାମିଲ ହୋଇଛନ୍ତି। ଏହି ମିଶ୍ରଣ ପର୍ବରେ ରାଜ୍ୟ ମୁଖପାତ୍ର ସୁଦୀପ୍ତ ରାୟ, ଅନୁସୂଚିତ ଜାତି ମୋର୍ଚ୍ଚା ରାଜ୍ୟ ସଭାପତି ବିଭୁପ୍ରସାଦ ତରାଇ, ଦିଲ୍ଲୀପ ମଲ୍ଲିକ, ପୂର୍ବତନ ବିଧାୟକ ପ୍ରକାଶ ବେହେରା ଓ ଛବି ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ମିଶ୍ରଣ ସମୟରେ କରୋନା ନିୟମକୁ ପାଳନ କରି ସମସ୍ତେ ସାମାଜିକ ଦୂରତାକୁ ବଜାୟ ରଖିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story