Advertisment

ବିଷ ପିଇଦେଲେ ଦମ୍ପତି

ଭଦ୍ରକ(ଓଡ଼ିଶା ରିପୋର୍ଟର):ଭଦ୍ରକ ଜିଲ୍ଲା ଧାମନଗର ବକ୍ଲ୍‌ ଶାମପୁର ଗାଁରେ ବିଷ ପିଇ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଧର୍ମେନ୍ଦ୍ର ତ୍ରିପାଠୀ ଓ ତାଙ୍କ ପତ୍ନୀ ପୂର୍ଣ୍ଣିମା ତ୍ରିପାଠୀ। ଉଭୟଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଧାମନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଦମ୍ପତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି। ସୂଚନା ଅନୁଯାୟୀ, ତିନି ମାସ ତଳେ ଧର୍ମେନ୍ଦ୍ରଙ୍କ ବିବାହ ହୋଇଥିଲା। […]

ଅଦ୍ୟତନ ହୋଇଛି
ବିଷ ପିଇଦେଲେ ଦମ୍ପତି

bhadrak

Advertisment

ଭଦ୍ରକ(ଓଡ଼ିଶା ରିପୋର୍ଟର):ଭଦ୍ରକ ଜିଲ୍ଲା ଧାମନଗର ବକ୍ଲ୍‌ ଶାମପୁର ଗାଁରେ ବିଷ ପିଇ ସ୍ୱାମୀ-ସ୍ତ୍ରୀଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଧର୍ମେନ୍ଦ୍ର ତ୍ରିପାଠୀ ଓ ତାଙ୍କ ପତ୍ନୀ ପୂର୍ଣ୍ଣିମା ତ୍ରିପାଠୀ।

Advertisment

ଉଭୟଙ୍କୁ ପ୍ରଥମେ ଗୁରୁତର ଅବସ୍ଥାରେ ଧାମନଗର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ପରେ ତାଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଦମ୍ପତିଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ। ପୁଲିସ୍ ଘଟଣାର ତଦନ୍ତ କରୁଛି।

ସୂଚନା ଅନୁଯାୟୀ, ତିନି ମାସ ତଳେ ଧର୍ମେନ୍ଦ୍ରଙ୍କ ବିବାହ ହୋଇଥିଲା। କୌଣସି କଥାକୁ ନେଇ ସ୍ଵାମୀ-ସ୍ତ୍ରୀଙ୍କ ମଧ୍ୟରେ ମତାନ୍ତର ହୋଇଥିଲା।ଏହି କାରଣରୁ ଉଭୟ ବିଷ ପିଇ ଦେଇଥିବା କୁହାଯାଉଛି।

Advertisment
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe