ବାରିପଦା (ଓଡ଼ିଶା ରିପୋର୍ଟର): ପତ୍ନୀଙ୍କ ସହ ଦାନ୍ତକାଠି ସଂଗ୍ରହ କରିବାକୁ ଜଙ୍ଗଲକୁ ଯାଇଥିଲେ। କିନ୍ତୁ ଆଉ ଘରକୁ ଫେରି ପାରିଲେ ନାହିଁ। ଜଙ୍ଗଲରେ ଏକ ଭାଲୁର ଆକ୍ରମଣରେ ସ୍ମାମୀଙ୍କର ମୃତ୍ୟୁ ଘଟିଥିବାବେଳେ ପତ୍ନୀ ଗୁରୁତର ଆହତ ହୋଇଛନ୍ତି।
ଏହି ଅଭାବନୀୟ ଘଟଣା ମୟୂରଭଞ୍ଜ ଜିଲ୍ଲାରେ ଘଟିଛି।
ଆଜି ସକାଳେ ଠାକୁରମୁଣ୍ଡା ବ୍ଲକ୍ କଉଡ଼ିଆବାହାଳି ଗାଁର ଧରଣୀଧର ହୋ ଓ ତାଙ୍କ ସ୍ତ୍ରୀ ସରସ୍ୱତୀ ଜଙ୍ଗଲକୁ ଦାନ୍ତକାଠି ସଂଗ୍ରହ ପାଇଁ ଯାଇଥିଲେ। ଏହି ସମୟରେ ଏକ ଭାଲୁ ଉଭୟଙ୍କୁ ଆକ୍ରମଣ କରିଥିଲା। ଫଳରେ ଘଟଣାସ୍ଥଳରେ ଧରଣୀଧରଙ୍କ ମୃତ୍ୟୁ ଘଟିଥିବା ବେଳେ ସରସ୍ୱତୀ ଗୁରୁତର ଆହତ ହୋଇଥିଲେ। ସରସ୍ୱତୀଙ୍କୁ ଠାକୁରମୁଣ୍ଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Events & Festivals
ବରଗଡ଼ ଧନୁଯାତ୍ରା: କଂସ ଭୂମିକାରେ ଅଭିନୟ କରିପାରିବେ ନାହିଁ ହୃଷିକେଶ ଭୋଇ, ବଛାଯିବେ ନୂଆ କଳାକାର
କଂସ ଭୂମିକାରେ ଅଭିନୟ କରି ସୁନାମ ଅର୍ଜି ଥିବା ହୃଷିକେଶ ଭୋଇଙ୍କର ଗୋଟିଏ ଭୁଲ୍ ତାଙ୍କର ଭାବମୂର୍ତ୍ତିକୁ ଖରାପ କରି ଦେଇଛି!
Crime
ଶିଶୁ ବିକ୍ରି ଘଟଣା: ନିଲମ୍ବିତ ଏଏନ୍ଏମ୍ ଗିରଫ, ଆଉ ୨ ଜଣଙ୍କୁ ବି ବାନ୍ଧିଲା ପୁଲିସ
ଏହି ଘଟଣାରେ ନିଜେ ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଗ୍ରାଉଣ୍ଡଜିରୋକୁ ଯାଇ ଘଟଣାର ତନାଘନା କରିଥିଲେ।
Weather
କୁହୁଡ଼ି ନେଇ ୩ ଜିଲ୍ଲାକୁ ସତର୍କ ସୂଚନା, ୨୭ ଓ ୨୮ରେ କିଛି ସ୍ଥାନରେ ହୋଇପାରେ ବର୍ଷା
ଆଜି ରାତି, ଆସନ୍ତାକାଲି ଅର୍ଥାତ୍ ଶନିବାର ସକାଳେ ଓ ରାତିରେ ଏବଂ ରବିବାର ସକାଳେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି।
Guest Column
ରବି ଦାଶ - ଏକ ବିରଳ ବ୍ୟକ୍ତିତ୍ୱ
କେବଳ ତୁଳସୀ କ’ଣ ଦୁଇ ପତ୍ରରୁ ବାସିଥାଏ, ପୋଦିନା କି ଅନ୍ୟ କିଛି ନୁହେଁ? କୌଣସି ମହାପୁରୁଷଙ୍କ ଜୀବନୀ ପଢ଼ିଲା ବେଳେ ଆମେ ଏହି ଯୁକ୍ତିଟି ଅଧିକାଂଶ ସମୟରେ ପାଇଥାଉ ଯେ ସେ ମହାପୁରୁଷ ହେବେ ବୋଲି ପିଲାବେଳୁ ଜଣାଥିଲା।
Education
ବାହାରିଲା OTET ୨୦୨୪ର ରେଜଲ୍ଟ: ଅସଫଳ ପରୀକ୍ଷାର୍ଥୀଙ୍କୁ କ’ଣ କହିଛି ବୋର୍ଡ, ଜାଣନ୍ତୁ
www.bseodisha.ac.inରେ ଉପଲବ୍ଧ ହେଉଛି ପରୀକ୍ଷା ଫଳ।