ସ୍ତ୍ରୀକୁ ଟାଙ୍ଗିଆରେ ହାଣି ଦେଲା ସ୍ୱାମୀ

ରେଢ଼ାଖୋଲ(ଓଡ଼ିଶା ରିପୋର୍ଟର): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ। ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ । ସ୍ଥାନୀୟ ଘୁସୁରିଆବାହାଲ ଗାଁରେ ଗତକାଲି ରାତିରେ ଘଟିଛି ଏଭଳି ଘଟଣା । କୌଣସି ଏକ କାରଣରୁ ସ୍ୱାମୀ ପ୍ରମୋଦ ଭଏସା ଓ ତାଙ୍କ ସ୍ତ୍ରୀ ପାର୍ବତୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏହାକୁ ନେଇ ପ୍ରମୋଦ ଉତ୍ୟକ୍ତ ହୋଇ ସ୍ତ୍ରୀଙ୍କ ମୁଣ୍ଡକୁ ହାଣି ଦେଇଥିଲେ।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିବା ସହ […]

Knife-attack

Knife-attack

Niharika Rout
  • Published: Wednesday, 11 November 2020
  • Updated: 11 November 2020, 09:28 AM IST

Sports

Latest News

ରେଢ଼ାଖୋଲ(ଓଡ଼ିଶା ରିପୋର୍ଟର): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ସମ୍ବଲପୁର ଯୁଯୁମୁରା ଥାନା ଅଞ୍ଚଳରେ। ଟାଙ୍ଗିଆରେ ହାଣି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ ।

ସ୍ଥାନୀୟ ଘୁସୁରିଆବାହାଲ ଗାଁରେ ଗତକାଲି ରାତିରେ ଘଟିଛି ଏଭଳି ଘଟଣା । କୌଣସି ଏକ କାରଣରୁ ସ୍ୱାମୀ ପ୍ରମୋଦ ଭଏସା ଓ ତାଙ୍କ ସ୍ତ୍ରୀ ପାର୍ବତୀଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏହାକୁ ନେଇ ପ୍ରମୋଦ ଉତ୍ୟକ୍ତ ହୋଇ ସ୍ତ୍ରୀଙ୍କ ମୁଣ୍ଡକୁ ହାଣି ଦେଇଥିଲେ।  ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚିବା ସହ ଅଭିଯୁକ୍ତଙ୍କୁ ଅଟକ ରଖି ତଦନ୍ତ କରୁଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story