ସ୍ତ୍ରୀକୁ ହାଣିବା ପରେ ସ୍ୱାମୀର ଆତ୍ମହତ୍ୟା

ମୋହନା(ଓଡ଼ିଶା ରିପୋର୍ଟର) : ଘରୋଇ କଳିର କରୁଣ ପରିଣତି ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା କଳି ଶେଷରେ ଭୟାନକ ରୂପ ଧାରଣ କରିଛି। ଝଗଡ଼ାରେ ଅତିଷ୍ଠ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି। ପରେ ନିଜେ ମଧ୍ୟ ଦଉଡ଼ି ଦେଇ ଆତ୍ମହତ୍ୟା କରିଛି।  ଅଭିଯୁକ୍ତ ସ୍ୱାମୀର ମାନସିକ ବିକୃତି ରହିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି।

hanila-1..

Niharika Rout
  • Published: Wednesday, 14 August 2019
  • , Updated: 14 August 2019, 02:44 PM IST

ମୋହନା(ଓଡ଼ିଶା ରିପୋର୍ଟର) : ଘରୋଇ କଳିର କରୁଣ ପରିଣତି ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକରେ। ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ହୋଇଥିବା କଳି ଶେଷରେ ଭୟାନକ ରୂପ ଧାରଣ କରିଛି। ଝଗଡ଼ାରେ ଅତିଷ୍ଠ ସ୍ୱାମୀ ସ୍ତ୍ରୀକୁ ଟାଙ୍ଗିଆରେ ହାଣି ହତ୍ୟା କରିଛି।

ପରେ ନିଜେ ମଧ୍ୟ ଦଉଡ଼ି ଦେଇ ଆତ୍ମହତ୍ୟା କରିଛି।  ଅଭିଯୁକ୍ତ ସ୍ୱାମୀର ମାନସିକ ବିକୃତି ରହିଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ମୋହନା ପୋଲିସ ପହଞ୍ଚି ଖୋଳତାଡ଼ ଆରମ୍ଭ କରିଛି।

Related story