କୁରାଢ଼ିରେ ସ୍ତ୍ରୀକୁ ହାଣିଲା ସ୍ୱାମୀ

ବାରିପଦା(ମାଣିକଲାଲ ପାଣି): ଘରୋଇ କଳିର କରୁଣ ପରିଣତି। ସ୍ତ୍ରୀକୁ କୁରାଢ଼ିରେ ହାଣି ହତ୍ୟା କଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ମାଳିହତା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ  ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । କୌଣସି ଏକ କଥାକୁ ନେଇ ଦୁହେଁ କଳି କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାସ୍ଥଳରେ […]

attack

attack

Jitendra Garnayak
  • Published: Friday, 20 November 2020
  • Updated: 20 November 2020, 01:16 PM IST

Sports

Latest News

ବାରିପଦା(ମାଣିକଲାଲ ପାଣି): ଘରୋଇ କଳିର କରୁଣ ପରିଣତି। ସ୍ତ୍ରୀକୁ କୁରାଢ଼ିରେ ହାଣି ହତ୍ୟା କଲା ସ୍ୱାମୀ। ମୟୂରଭଞ୍ଜ ଜିଲ୍ଲା ମୋରଡା ଥାନା ମାଳିହତା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା।

ସୂଚନା ମୁତାବକ, ଗତ ବିଳମ୍ବିତ ରାତିରେ  ସ୍ୱାମୀ ସ୍ତ୍ରୀଙ୍କ ମଧ୍ୟରେ ବଚସା ହୋଇଥିଲା । କୌଣସି ଏକ କଥାକୁ ନେଇ ଦୁହେଁ କଳି କରିଥିଲେ । ଏଥିରେ ଉତକ୍ଷିପ୍ତ ହୋଇ ସ୍ୱାମୀ କୁରାଢ଼ିରେ ସ୍ତ୍ରୀକୁ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି । ପୁଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ଅଭିଯୁକ୍ତ ସ୍ୱାମୀକୁ  ଅଟକ ରଖିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos