ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସ୍ୱର୍ଗତ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ’କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି। ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ। ବିଜୁ ବାବୁ ଥିଲେ ଓଡ଼ିଶାବାସୀଙ୍କ ଭରସା। ଏ ମାଟିର ମଣିଷଙ୍କ ସ୍ୱପ୍ନ ସହ ସେ ସବୁବେଳେ ଯୋଡି ହୋଇ ରହୁଥିଲେ। ଜଣେ ଓଡ଼ିଆ ଭାବେ ସେ ଗର୍ବ କରୁଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।