Advertisment

'ମୁଁ କଥାରେ ନୁହେଁ କାମରେ ବିଶ୍ୱାସ କରେ'

ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

Advertisment

ବିଜୁ ଏକ୍ସପ୍ରେସ ୱେର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ସ୍ୱର୍ଗତ ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଜୟନ୍ତୀ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶାର ବରଗଡ, କଳାହାଣ୍ଡି ଓ ନୂଆପଡା ଜିଲ୍ଲା ଗସ୍ତରେ ଯାଇ ଆମପାଣିଠାରେ ବିଜୁ ଏକ୍ସପ୍ରେସ ଓ୍ଵେ’କୁ ଏବଂ ସୋହେଲାରୁ ଆମପାଣି ପର୍ଯ୍ୟନ୍ତ ବିଜୁ ଅର୍ଥନୈତିକ କରିଡର ଲୋକାର୍ପଣ କରିଛନ୍ତି। ଏହା ସହିତ ଏହି ତିନି ଗୋଟି ଜିଲ୍ଲାରେ ୩୦୮୧ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଭାରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଜି ଆମର ପ୍ରିୟ ନେତା ବିଜୁ ବାବୁଙ୍କ ଜନ୍ମଦିବସ। ବିଜୁ ବାବୁ ଥିଲେ ଓଡ଼ିଶାବାସୀଙ୍କ ଭରସା। ଏ ମାଟିର ମଣିଷଙ୍କ ସ୍ୱପ୍ନ ସହ ସେ ସବୁବେଳେ ଯୋଡି ହୋଇ ରହୁଥିଲେ। ଜଣେ ଓଡ଼ିଆ ଭାବେ ସେ ଗର୍ବ କରୁଥିଲେ।  

Advertisment
Naveen Patnaik Western Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe