ମୁଖ୍ୟ ଶାସନ ସଚିବ ଦାୟିତ୍ୱ ନେଲେ ଅସିତ୍ ତ୍ରିପାଠୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଅସିତ୍ ତ୍ରିପାଠୀ। କିଛି ଦିନ ତଳେ  ଆଦିତ୍ୟ ପ୍ରସାଦ ପାଢୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର। ସେ ୧୯୮୬ ବ୍ୟାଚ୍‌ର ‌ଆଇଏଏସ୍ ଅଧିକାରୀ। ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି,“ଯେ କୌଣସି କାର୍ଯ୍ୟର ନିଷ୍ପତ୍ତି ତୁରନ୍ତ ନିଆଯିବ। ବିଭିନ୍ନ ଯୋଜନାରେ ପାରଦର୍ଶିତା ପାଇଁ 5T  ଉପରେ ଗୁରୁତ୍ୱ ଦିଆଯିବ। […]

bbb,,

bbb,,

Tapaswini Nayak
  • Published: Monday, 19 August 2019
  • Updated: 19 August 2019, 11:17 AM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେଇଛନ୍ତି ଅସିତ୍ ତ୍ରିପାଠୀ। କିଛି ଦିନ ତଳେ  ଆଦିତ୍ୟ ପ୍ରସାଦ ପାଢୀଙ୍କ ସ୍ଥାନରେ ତାଙ୍କୁ ମୁଖ୍ୟ ଶାସନ ସଚିବ ପଦରେ ନିଯୁକ୍ତି ଦେଇଥିଲେ ରାଜ୍ୟ ସରକାର। ସେ ୧୯୮୬ ବ୍ୟାଚ୍‌ର ‌ଆଇଏଏସ୍ ଅଧିକାରୀ।

ଦାୟିତ୍ୱ ଗ୍ରହଣ ପରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି,“ଯେ କୌଣସି କାର୍ଯ୍ୟର ନିଷ୍ପତ୍ତି ତୁରନ୍ତ ନିଆଯିବ। ବିଭିନ୍ନ ଯୋଜନାରେ ପାରଦର୍ଶିତା ପାଇଁ 5T  ଉପରେ ଗୁରୁତ୍ୱ ଦିଆଯିବ। ଧାର୍ଯ୍ୟ ସମୟ ମଧ୍ୟରେ ସମସ୍ତ ଫାଇଲ୍ ଛାଡ଼ିବା ଉପରେ ମୁଁ  ଗୁରୁତ୍ୱ ଦେବି।”

ଅନ୍ୟପକ୍ଷରେ ପୂର୍ବତନ ମୁଖ୍ୟ ଶାସନ ସଚିବ ଥିବା ଆଦିତ୍ୟ ପ୍ରସାଦ ପାଢ଼ି ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଛନ୍ତି। ଏଥିସହ ସେ ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର ଭାବେ ନିଯୁକ୍ତି ପାଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos