ଆଇଏଏସ୍ତରରେ ଅଦଳବଦଳ: ଗୁହା ପୁନମଙ୍କୁ ୪ଦିନରେ ଦ୍ୱିତୀୟ ବଦଳି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ତେବେ ୪ଦିନ ତଳେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରିଥିବା ରାଜ୍ୟ ସରକାର ଆଜି ପୁଣି ତାଙ୍କର ବଦଳି ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ କରିଥିବା ଜଣାପଡ଼ିଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଜମିଜମା ରେକର୍ଡ ଓ ବନେ୍ଦାବସ୍ତ କମିଶନର ଭାବେ କାର୍ଯ୍ୟ କରୁଥିବା ୧୯୯୯ ବ୍ୟାଚ୍ […]

guha-poonam-lumar

guha-poonam-lumar

Manoranjan Sial
  • Published: Monday, 24 February 2020
  • Updated: 24 February 2020, 09:41 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଏକ ଅଦଳବଦଳ କରିଛନ୍ତି। ତେବେ ୪ଦିନ ତଳେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଗୁହା ପୁନମ ତାପସ କୁମାରଙ୍କୁ ପଞ୍ଚାୟତିରାଜ ବିଭାଗକୁ ବଦଳି କରିଥିବା ରାଜ୍ୟ ସରକାର ଆଜି ପୁଣି ତାଙ୍କର ବଦଳି ଅନୁସୂଚିତ ଜାତି ଓ ଜନଜାତି ବିଭାଗକୁ କରିଥିବା ଜଣାପଡ଼ିଛି।

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଜମିଜମା ରେକର୍ଡ ଓ ବନେ୍ଦାବସ୍ତ କମିଶନର ଭାବେ କାର୍ଯ୍ୟ କରୁଥିବା ୧୯୯୯ ବ୍ୟାଚ୍ ଆଇଏଏସ୍ ଏନବିଏସ୍ ରାଜପୁତ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିବାବେଳେ ତାଙ୍କ ସ୍ଥାନରେ ୨୦୦୮ ବ୍ୟାଚ୍ ଆଇଏଏସ୍ ବୃନ୍ଦାବନ ବେହେରାଙ୍କୁ ଅବସ୍ଥାପିତ କରାଯାଇଛି। ସେହିପରି ୨୦୦୭ ବ୍ୟାଚ୍ ଆଇଏଏସ୍ ତଥା ଅନୁସୂଚିତ ଜାତି ଓ ଜନଜାତି ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବଙ୍କୁ ପର୍ଯ୍ୟଟନ ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେ ଅତିରିକ୍ତ ଭାବେ ପର୍ଯ୍ୟଟନ ନିର୍ଦ୍ଦେଶକ ଦାୟିତ୍ୱ ତୁଲାଉଥିଲେ। ଆଇଏଏସ୍ ବି ପରମେଶ୍ୱରନଙ୍କୁ ପାନୀୟ ଜଳ ଓ ପରିଚ୍ଛନ୍ନତା ନିଦେ୍ର୍ଧଶକ, ଆଇଏଏସ୍ ଗୁହା ପୁନମ ତାପସ କୁମାରଙ୍କୁ ଅନୁସୂଚିତ ଜନଜାତି ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ଗୁହା ପୁନମଙ୍କୁ ଗତ ୨୦ତାରିଖରେ ପାନୀୟଜଳ ଓ ପରିଚ୍ଛନ୍ନତା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିଲା। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ୍ ସ୍ମୃତିରଞ୍ଜନ ପ୍ରଧାନଙ୍କୁ ମତ୍ସ୍ୟ ବିଭାଗର ନିର୍ଦ୍ଦେଶକ ଭାବେ ଓ ଆଇଏଏସ୍ ଉମାକାନ୍ତ ତ୍ରିପାଠୀଙ୍କୁ ପଞ୍ଚାୟତିରାଜ ବିଭାଗର ନିଦେ୍ର୍ଧଶକ ଭାବେ ବଦଳି କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story