ଓଡ଼ିଶା ସବ୍‌ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ ଅଧ୍ୟକ୍ଷ ହେଲେ ନିତେନ ଚନ୍ଦ୍ରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। କିଛିମାସ ଧରି ସାଧାରଣ ପ୍ରଶାସନ ବିଭାଗରେ ବିନା କାର୍ଯ୍ୟରେ ଥିବା ୧୯୯୦ ବ୍ୟାଚ ଆଇଏଏସ୍ ନିତେନ ଚନ୍ଦ୍ରାଙ୍କୁ ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି। ସେହିପରି ଗଜପତିରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ଚଞ୍ଚଳ ରଣାଙ୍କୁ ମୟୂରଭ୍ଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ୨୦୧୬ ବ୍ୟାଚ୍ ଆଇଏଏସ୍ ସ୍ୱାଧା ଦେବଙ୍କୁ […]

sachi

sachi

Manoranjan Sial
  • Published: Friday, 15 November 2019
  • Updated: 15 November 2019, 09:02 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଇଏଏସସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। କିଛିମାସ ଧରି ସାଧାରଣ ପ୍ରଶାସନ ବିଭାଗରେ ବିନା କାର୍ଯ୍ୟରେ ଥିବା ୧୯୯୦ ବ୍ୟାଚ ଆଇଏଏସ୍ ନିତେନ ଚନ୍ଦ୍ରାଙ୍କୁ ଓଡ଼ିଶା ସବ୍ ଅର୍ଡିନେଟ୍ ଷ୍ଟାଫ୍ ସିଲେକ୍ସନ୍ କମିଶନ ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି।

ସେହିପରି ଗଜପତିରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ୨୦୧୪ ବ୍ୟାଚ୍ ଆଇଏଏସ୍ ଚଞ୍ଚଳ ରଣାଙ୍କୁ ମୟୂରଭ୍ଞ୍ଜ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଭାବେ ବଦଳି କରାଯାଇଥିବା ବେଳେ ୨୦୧୬ ବ୍ୟାଚ୍ ଆଇଏଏସ୍ ସ୍ୱାଧା ଦେବଙ୍କୁ ରାଉରକେଲା ଅତିରିକ୍ତ ଜିଲ୍ଲାପାଳ, ୨୦୧୬ ବ୍ୟାଚ୍ ଆଇଏଏସ୍ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଅନୁସଚିବ ଏବଂ ଜାତୀୟ ସ୍ୱାସ୍ଥ୍ୟ ମିଶନର ଓଏସଡି, ୨୦୧୭ ବ୍ୟାଚ୍ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଅତିରିକ୍ତ ଭାବେ ହକି ପ୍ରୋମୋସନାଲ କାଉନସିଲର ସିଇଓ ଭାବେ ଦାୟିତ୍ୱ ତୁଲାଇବେ ଶ୍ରୀ ଉପାଧ୍ୟାୟ ଏବେ ଓମଫେଡ୍ ମୁଖ୍ୟ ଜେନେରାଲ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି। ଓଡ଼ିଶା ଖଣି ନିଗମର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ୨୦୧୭ ବ୍ୟାଚ୍ ଆଇଏଏସ୍ ପି. ପନଭେସ୍ ରେଡ୍ଡୀଙ୍କୁ ଅତିରିକ୍ତ ଭାବେ ଓଏମଇସି କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story