ସୁରେଶ ବଶିଷ୍ଠ ହେଲେ କୃଷି ବିଭାଗର ସ୍ୱତନ୍ତ୍ର ସଚିବ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିବା ପରେ ୧୯୯୮ ବ୍ୟାଚ୍‌ର ଆଇଏଏସ୍ ଅଫିସର ସୁରେଶ କୁମାର ବଶିଷ୍ଠଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ଏହି ପଦରେ ପ୍ରମୋଦ କୁମାର ମେହେର୍ଦ୍ଦା ଅଛନ୍ତି। ଶ୍ରୀ ବଶିଷ୍ଠ ଯେଉଁଦିନ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ନେବେ ସେହିଦିନ ଶ୍ରୀ ମେହେର୍ଦ୍ଦା ଏହି ପଦବୀରୁ ଅବ୍ୟାହତି ନେବେ। ସେହିପରି ୨୦୦୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍ ଗୁହା ପୁନମ୍ ତାପସ କୁମାରଙ୍କୁ […]

suresh

suresh

Jitendra Garnayak
  • Published: Friday, 21 February 2020
  • Updated: 21 February 2020, 10:38 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କେନ୍ଦ୍ରୀୟ ଡେପୁଟେସନ୍‌ରୁ ଫେରିବା ପରେ ୧୯୯୮ ବ୍ୟାଚ୍‌ର ଆଇଏଏସ୍ ଅଫିସର ସୁରେଶ କୁମାର ବଶିଷ୍ଠଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ନିଯୁକ୍ତ କରାଯାଇଛି। ବର୍ତ୍ତମାନ ଏହି ପଦରେ ପ୍ରମୋଦ କୁମାର ମେହେର୍ଦ୍ଦା ଅଛନ୍ତି। ଶ୍ରୀ ବଶିଷ୍ଠ ଯେଉଁଦିନ ସ୍ୱତନ୍ତ୍ର ସଚିବ ଭାବେ ଦାୟିତ୍ୱ ନେବେ ସେହିଦିନ ଶ୍ରୀ ମେହେର୍ଦ୍ଦା ଏହି ପଦବୀରୁ ଅବ୍ୟାହତି ନେବେ।

ସେହିପରି ୨୦୦୮ ବ୍ୟାଚ୍‌ର ଆଇଏଏସ୍‌ ଅଫିସର୍ ଗୁହା ପୁନମ୍ ତାପସ କୁମାରଙ୍କୁ ପଞ୍ଚାୟତ ରାଜଓ ପାନୀୟ ଜଳ ବିଭାଗର ଯୁଗ ସଚିବ ତଥା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ସେ ଏବେ ସ୍ୱାସ୍ଥ୍ୟ ବିଭାଗର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story