ଆଇଏଏସ୍‌ ବିନୋଦ କୁମାରଙ୍କୁ ପୁଣି ଜେଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଓଆରଏଚ୍‌ଡିସି ଦୁର୍ନୀତି ଅଭିଯୋଗ ମାମଲାରେ ଆଇଏଏସ୍ ବିନୋଦ କୁମାରଙ୍କୁ ପୁଣି ଜେଲ୍ ଦଣ୍ଡାଦେଶ ହୋଇଛି। ୧ କୋଟି ଟଙ୍କାର ଫ୍ଲାଟ ଋଣ ନାଁରେ ଦୁର୍ନୀତି ମାମଲାରେ ତାଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ବିନୋଦଙ୍କ ସହ ଅନ୍ୟ ୬ ଜଣଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ। ତତ୍କାଳୀନ ଆକାଉଣ୍ଟସ ଅଫିସର ଚିତ୍ତ ମଲ୍ଲିକଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି। ପୂର୍ବରୁ […]

binod

binod

Rakesh Mallick
  • Published: Monday, 24 September 2018
  • Updated: 24 September 2018, 10:12 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବହୁଚର୍ଚ୍ଚିତ ଓଆରଏଚ୍‌ଡିସି ଦୁର୍ନୀତି ଅଭିଯୋଗ ମାମଲାରେ ଆଇଏଏସ୍ ବିନୋଦ କୁମାରଙ୍କୁ ପୁଣି ଜେଲ୍ ଦଣ୍ଡାଦେଶ ହୋଇଛି। ୧ କୋଟି ଟଙ୍କାର ଫ୍ଲାଟ ଋଣ ନାଁରେ ଦୁର୍ନୀତି ମାମଲାରେ ତାଙ୍କୁ ୩ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଛନ୍ତି ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ।
ବିନୋଦଙ୍କ ସହ ଅନ୍ୟ ୬ ଜଣଙ୍କୁ ମଧ୍ୟ ୩ ବର୍ଷ ଲେଖାଏ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି କୋର୍ଟ।
ତତ୍କାଳୀନ ଆକାଉଣ୍ଟସ ଅଫିସର ଚିତ୍ତ ମଲ୍ଲିକଙ୍କୁ କୋର୍ଟ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
ପୂର୍ବରୁ ୫୩ ଲକ୍ଷ ଟଙ୍କା ହଡ଼ପ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିଲେ ବିନୋଦ। ଉକ୍ତ ମାମଲାରେ ମଧ୍ୟ ବିନୋଦଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି।

https://youtu.be/PW6OsSMeUz4

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos