ଆଇଏଏସ ସ୍ତରରେ ବଦଳି: ଅରବିନ୍ଦ ପାଢ଼ୀ କୃଷି ସଚିବ, ଅଶ୍ୱଥି ଗଣଶିକ୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଏବଂ ଆଇଏଏସ୍ ଏସ୍. ଅଶ୍ୱଥିଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ମିଳିଛି । ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି । ସାଧାରଣ ପ୍ରଶାସନ ବିଭାଗ […]

sc

sc

Niranjan Mishra
  • Published: Wednesday, 03 August 2022
  • Updated: 03 August 2022, 07:37 PM IST
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସସ୍ତରରେ ଅଦଳବଦଳ କରିଛନ୍ତି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଏବଂ ଆଇଏଏସ୍ ଏସ୍. ଅଶ୍ୱଥିଙ୍କୁ ସ୍କୁଲ ଓ ଗଣଶିକ୍ଷା ସଚିବ ଭାବେ ନିଯୁକ୍ତି ମିଳିଛି । ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନାଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଓ ସଞ୍ଜିବ ଚୋପ୍ରାଙ୍କୁ କୃଷି ବିଭାଗର ଅତିରିକ୍ତ ଦାୟିତ୍ୱରୁ ମୁକ୍ତ କରାଯାଇଛି ।
ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବ ପଦରୁ ହଟାଇ ଦିଆଯାଇଛି । ତାଙ୍କୁ ଉଚ୍ଚଶିକ୍ଷା ବିଭାଗର ପ୍ରମୁଖ ସଚିବ ଭାବେ ବଦଳି କରାଯାଇଛି ଓ ସେ ଅତିରିକ୍ତ ଭାବେ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରିବେ । ଶ୍ରୀ ସେଠୀ ଉଚ୍ଚଶିକ୍ଷା ବିଭାଗର ଦାୟିତ୍ୱ ନେବା ଦିନ ହିଁ ଆଇଏଏସ୍ ଶାଶ୍ୱତ ମିଶ୍ରଙ୍କ ପାଖରେ ଥିବା ଏହି ଅତିରିକ୍ତ ଦାୟିତ୍ୱ ରଦ୍ଦ ହୋଇଯିବ।
ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୯୬ ବ୍ୟାଚ୍ ଆଇଏଏସ୍ ଅରବିନ୍ଦ ପାଢ଼ୀଙ୍କୁ କୃଷି ଓ କୃଷକ କଲ୍ୟାଣ ବିଭାଗର ପ୍ରମୁଖ ସଚିବ ଭାବେ ଅବସ୍ଥାପିତ କରାଯାଇଛି । ସେ ମତ୍ସ୍ୟ ଓ ପଶୁସମ୍ପଦ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ଶ୍ରୀ ପାଢ଼ୀ କୃଷି ବିଭାଗର ଦାୟିତ୍ୱ ନେବା ଦିନ ହିଁ ଅତିରିକ୍ତ ମୁଖ୍ୟ ସଚିବ ସଞ୍ଜିବ ଚୋପ୍ରାଙ୍କ ପାଖରେ ଥିବା ଏହି ଅତିରିକ୍ତ ଦାୟିତ୍ୱ ରଦ୍ଦ ହୋଇଯିବ ।
ସେହିପରି ୧୯୯୭ ବ୍ୟାଚ୍ ଆଇଏଏସ୍ ସଞ୍ଜୟ କୁମାର ସିଂଙ୍କୁ ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି । ଶ୍ରୀ ସିଂ ଏବେ ସୂଚନା ଓ ଲୋକସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟ କରୁଛନ୍ତି । ସେ ଅତିରିକ୍ତ ଭାବେ ବିଡିଏ ଉପାଧ୍ୟକ୍ଷ, ଭୁବନେଶ୍ୱର ସ୍ମାର୍ଟ ସିଟି ପରିଚାଳନା ନିର୍ଦ୍ଦେଶକ ଭାବେ ମଧ୍ୟ କାର୍ଯ୍ୟ ଜାରି ରଖିବେ ।
ସେହିପରି କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୨୦୦୩ ବ୍ୟାଚ୍ ଆଇଏଏସ୍ ଏସ୍ ଅଶ୍ୱଥିଙ୍କୁ ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର ତଥା ସଚିବ ଭାବେ ନିଯୁକ୍ତି ମିଳିଛି ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story