ଆଇଏଏସ ବଦଳି: ଓଏମସି ଅଧ୍ୟକ୍ଷ ପଦରୁ ହଟିଲେ ସଞ୍ଜିବ ଚୋପ୍ରା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ(ଓଏଫଡିସି) ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରିଛନ୍ତି। ସେହିପରି ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ୧୯୯୩ ବ୍ୟାଚ୍ ଆଇଏଏସ୍ ସୁରେନ୍ଦ୍ର କୁମାରଙ୍କୁ ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ଗୃହ ସଚିବ […]

sanjeev

sanjeev

Ranjit Kumar Jena
  • Published: Tuesday, 27 October 2020
  • Updated: 27 October 2020, 06:55 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟ ସରକାର ଆଜି ଆଇଏଏସ ସ୍ତରରେ ଅଦଳବଦଳ କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୮୮ ବ୍ୟାଚ୍ ଆଇଏଏସ ପରାଗ ଗୁପ୍ତାଙ୍କୁ ଓଡ଼ିଶା ଜଙ୍ଗଲ ଉନ୍ନୟନ ନିଗମ(ଓଏଫଡିସି) ଅଧ୍ୟକ୍ଷ ଭାବେ ଅବସ୍ଥାପିତ କରିଛନ୍ତି। ସେହିପରି ଇସ୍ପାତ ଓ ଖଣି ବିଭାଗର ପ୍ରମୁଖ ସଚିବ ୧୯୯୩ ବ୍ୟାଚ୍ ଆଇଏଏସ୍ ସୁରେନ୍ଦ୍ର କୁମାରଙ୍କୁ ଓଡ଼ିଶା ଖଣି ନିଗମର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ଗୃହ ସଚିବ ସଞ୍ଜିବ ଚୋପ୍ରା ୨୦୧୬ ମାର୍ଚ୍ଚ ୨୨ରୁ ଓଏମସି ଅଧ୍ୟକ୍ଷ ଭାବେ କାର୍ଯ୍ୟ କରୁଥିଲେ।

ସେହିପରି ଗୃହ ନିର୍ମାଣ ଓ ନଗର ଉନ୍ନୟନ ସଚିବ ତଥା ୧୯୯୪ ବ୍ୟାଚ୍ ଆଇଏଏସ୍ ଜି.ମାଥିଭାଥାନନଙ୍କୁ କଟକ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ନ୍ୟସ୍ତ ହୋଇଛି। ସୁରେନ୍ଦ୍ର କୁମାର କଟକ ଉନ୍ନୟନ ପ୍ରାଧିକରଣର ଅଧ୍ୟକ୍ଷ ଦାୟିତ୍ୱରେ ଥିଲେ। ଶ୍ରୀ ମାଥିଭାଥନନ୍ ୨୦୧୪ ଅଗଷ୍ଟ ମାସରୁ ନଗର ଉନ୍ନୟନ ସଚିବ ଭାବେ କାର୍ଯ୍ୟ କରୁଛନ୍ତି।

ସେହିପରି ୨୦୧୦ ବ୍ୟାଚ୍ ଆଇଏଏସ୍ ମାନସୀ ନିମ୍ଭଲଙ୍କୁ ଓଡ଼ିଶା ରାଜ୍ୟ କୃଷି ବିପଣନ ବୋର୍ଡର ସଦସ୍ୟ ସଚିବ ଭାବେ ନିଯୁକ୍ତି ମିଳିଛି। ତାଙ୍କୁ ଅତିରିକ୍ତ ଭାବେ ଟିଡିସିସିଓଏଲ୍ ଦାୟିତ୍ୱ ନ୍ୟସ୍ତ ହୋଇଛି।

ଯୋଜନା ଓ ସଂଯୋଜନ ବିଭାଗର ଉପସଚିବ ତଥା ୨୦୧୪ ବ୍ୟାଚ୍ ଆଇଏଏସ୍ ୟେଦୁଲ୍ଲା ବିଜୟଙ୍କୁ ଓରେଡ଼ା କାର୍ଯ୍ୟନିର୍ବାହୀ ମୁଖ୍ୟ ଭାବେ ଅତିରିକ୍ତ ଦାୟିତ୍ୱ ଦେଇଛି। ଉଲ୍ଲେଖଯୋଗ୍ୟ, ଗୃହ ସଚିବ ଶ୍ରୀ ଚୋପ୍ରା ଓ ତାଙ୍କ ପତ୍ନୀ ଆଇଏଏସ୍ ରଞ୍ଜନା ଚୋପ୍ରାଙ୍କୁ କେନ୍ଦ୍ରୀୟ ଡେପୁଟେସନରେ ଯିବା ପାଇଁ ସବୁଜ ସଙ୍କେତ ମିଳିଥିବା ଜଣାପଡ଼ିଛି। ସେମାନେ ଆସନ୍ତା ମାସରେ ଓଡ଼ିଶା ଛାଡ଼ିବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story